Ezekiel 39:5 — Compare Translations

5 translations compared side by side

Odia - 1840
"ତୁମ୍ଭେ ଖାେଲା ପଡ଼ିଆ ରେ ପତିତ ହବେ।' ସଦାପ୍ରଭୁ, ମାରେ ପ୍ରଭୁ ଏହା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପଡ଼ିଆରେ ପତିତ ହେବ; କାରଣ ଆମ୍ଭେ ଏହା କହିଅଛୁ, ପ୍ରଭୁ ସଦାପ୍ରଭୁ ଏହା କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଖୋଲା ପଡ଼ିଆରେ ପତିତ ହେବ।’” ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପଡ଼ିଆରେ ପତିତ ହେବ; କାରଣ ଆମ୍ଭେ ଏହା କହିଅଛୁ, ପ୍ରଭୁ, ସଦାପ୍ରଭୁ ଏହା କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପଡ଼ିଆରେ ପତିତ ହେବ; କାରଣ ଆମ୍ଭେ ଏହା କହିଅଛୁ, ପ୍ରଭୁ, ସଦାପ୍ରଭୁ ଏହା କହନ୍ତି।