Ezekiel 39:6 — Compare Translations

5 translations compared side by side

Odia - 1840
"ପରମେଶ୍ବର କହିଲେ, ପୁଣି ନିରାପଦ ରେ ବାସ କରୁଛନ୍ତି ବୋଲି ମନେ କରୁଥିବା ମାଗୋଗର ଓ ଦ୍ବୀପ ସମୂହ ଉପରକୁ ମୁଁ ଅଗ୍ନି ପ୍ ରରଣେ କରିବି। ତହିଁରେ ଏହା ସମାନେେ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ମାଗୋଗ୍ର ଉପରେ ଓ ଦ୍ଵୀପ-ସମୂହରେ ନିରାପଦରେ ବାସକାରୀମାନଙ୍କ ଉପରେ ଅଗ୍ନି ପ୍ରେରଣ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ପୁଣି ନିରାପଦରେ ବାସ କରୁଛନ୍ତି ବୋଲି ମନେ କରୁଥିବା ମାଗୋଗର ଓ ଦ୍ୱୀପ ସମୂହ ଉପରକୁ ମୁଁ ଅଗ୍ନି ପ୍ରେରଣ କରିବି। ତହିଁରେ ଏହା ସେମାନେ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ମାଗୋଗ୍‍ର ଉପରେ ଓ ଦ୍ୱୀପସମୂହରେ ନିରାପଦରେ ବାସକାରୀମାନଙ୍କ ଉପରେ ଅଗ୍ନି ପ୍ରେରଣ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ମାଗୋଗ୍‍ର ଉପରେ ଓ ଦ୍ୱୀପସମୂହରେ ନିରାପଦରେ ବାସକାରୀମାନଙ୍କ ଉପରେ ଅଗ୍ନି ପ୍ରେରଣ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।