Ezekiel 39:7 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନଙ୍କ ମଧିଅରେ ମୁଁ ମାରେପବିତ୍ର ନାମକୁ ଜ୍ଞାତ କରାଇବି। ମାରେ ପବିତ୍ର ନାମକୁ ଆଉ ଅପବିତ୍ର ହବୋକୁ ଦବେି ନାହିଁ। ତାହା ହେଲେ ମୁଁ ଯେ ଇଶ୍ରାୟେଲ ମଧିଅରେ ଧର୍ମମଯ ସଦାପ୍ରଭୁ ଅଟେ, ଏହା ଗୋଷ୍ଠୀଯମାନେ ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ଆମ୍ଭର ଇସ୍ରାଏଲ ଲୋକଙ୍କ ମଧ୍ୟରେ ଆପଣା ପବିତ୍ର ନାମ ଜ୍ଞାତ କରାଇବା ଓ ଆମ୍ଭର ପବିତ୍ର ନାମ ଆଉ ଅପବିତ୍ରୀକୃତ ହେବାକୁ ଦେବା ନାହିଁ, ତହିଁରେ ଆମ୍ଭେ ଯେ ଇସ୍ରାଏଲ ମଧ୍ୟରେ ଧର୍ମମୟ ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ମୁଁ ମୋର ପବିତ୍ର ନାମକୁ ଜ୍ଞାତ କରାଇବି। ମୋର ପବିତ୍ର ନାମକୁ ଆଉ ଅପବିତ୍ର ହେବାକୁ ଦେବି ନାହିଁ। ତାହାହେଲେ ମୁଁ ଯେ ଇସ୍ରାଏଲ ମଧ୍ୟରେ ଧର୍ମମୟ ସଦାପ୍ରଭୁ ଅଟେ, ଏହା ଗୋଷ୍ଠୀୟମାନେ ଜାଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ଆମ୍ଭର ଇସ୍ରାଏଲ ଲୋକଙ୍କ ମଧ୍ୟରେ ଆପଣା ପବିତ୍ର ନାମ ଜ୍ଞାତ କରାଇବା ଓ ଆମ୍ଭର ପବିତ୍ର ନାମ ଆଉ ଅପବିତ୍ରୀକୃତ ହେବାକୁ ଦେବା ନାହିଁ, ତହିଁରେ ଆମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପବିତ୍ର ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ଆମ୍ଭର ଇସ୍ରାଏଲ ଲୋକଙ୍କ ମଧ୍ୟରେ ଆପଣା ପବିତ୍ର ନାମ ଜ୍ଞାତ କରାଇବା ଓ ଆମ୍ଭର ପବିତ୍ର ନାମ ଆଉ ଅପବିତ୍ରୀକୃତ ହେବାକୁ ଦେବା ନାହିଁ, ତହିଁରେ ଆମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପବିତ୍ର ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।