Ezekiel 39:8 — Compare Translations
5 translations compared side by side
Odia - 1840
"ଆଉ ଦେଖ, ସହେିଦିନ ଆସୁଅଛି ଓ ତାହା ନିଶ୍ଚିତ ଭାବରେ ଆସିବ। ଏହା ସଦାପ୍ରଭୁ କହନ୍ତି। ପୁଣି ଯେଉଁ ଦିନର ବିଷଯ ମୁଁ କହିଅଛି, ଏହା ସହେି ଦିନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି; ଯେଉଁ ଦିନର ବିଷୟ ଆମ୍ଭେ କହିଅଛୁ, ଏହା ସେହି ଦିନ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଦେଖ, ସେହି ଦିନ ଆସୁଅଛି ଓ ତାହା ନିଶ୍ଚିତ ଭାବରେ ଆସିବ।” ଏହା ସଦାପ୍ରଭୁ କହନ୍ତି। “ପୁଣି ଯେଉଁ ଦିନର ବିଷୟ ମୁଁ କହିଅଛି, ଏହା ସେହି ଦିନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ଯେଉଁ ଦିନର ବିଷୟ ଆମ୍ଭେ କହିଅଛୁ, ଏହା ସେହି ଦିନ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ଯେଉଁ ଦିନର ବିଷୟ ଆମ୍ଭେ କହିଅଛୁ, ଏହା ସେହି ଦିନ।