Ezekiel 39:9 — Compare Translations

5 translations compared side by side

Odia - 1840
" ସହେି ସମୟରେ ଇଶ୍ରାୟେଲର ନଗରବାସୀ ପ୍ରାନ୍ତରକୁ ଆସି ଢ଼ାଲ, ଫଳକ, ଧନୁ, ତୀର ଆଶାବାଡ଼ି ଓ ବର୍ଚ୍ଛା ଆଦି ଅସ୍ତ୍ର ଶସ୍ତ୍ର ନଇେ ନିଆଁ ଲଗାଇ ଜାଳି ଦବେେ। ସମାନେେ ସାତବର୍ଷ ପର୍ୟ୍ଯନ୍ତ ସେ ସବୁକୁ ନଇେ ଜାଳଣେି କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଇସ୍ରାଏଲର ନଗରସମୂହରେ ବାସକାରୀ ଲୋକମାନେ ବାହାରେ ଯାଇ, ଢାଲ ଓ ଫଳକ, ଧନୁ ଓ ତୀର, ଆଉ ଯଷ୍ଟି ଓ ବର୍ଚ୍ଛା, ଏହି ସକଳ ଅସ୍ତ୍ର-ଶସ୍ତ୍ର ନେଇ ଅଗ୍ନି କରି ଜ୍ଵଳାଇବେ, ସେମାନେ ସାତ ବର୍ଷ ପର୍ଯ୍ୟନ୍ତ ସେହିସବୁ ନେଇ ଅଗ୍ନିରେ ଜ୍ଵଳାଇବେ;
Odia Bible ERV 2004 (ପବିତ୍ର ବାଇବଲ)
“ସେହି ସମୟରେ ଇସ୍ରାଏଲର ନଗରବାସୀ ପ୍ରାନ୍ତରକୁ ଆସି ଢାଲ, ଫଳକ, ଧନୁ, ତୀର ଆଶାବାଡ଼ି ଓ ବର୍ଚ୍ଛା ଆଦି ଅସ୍ତ୍ର ଶସ୍ତ୍ର ନେଇ ନିଆଁ ଲଗାଇ ଜାଳି ଦେବେ। ସେମାନେ ସାତ ବର୍ଷ ପର୍ଯ୍ୟନ୍ତ ସେ ସବୁକୁ ନେଇ ଜାଳେଣି କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲର ନଗରସମୂହରେ ବାସକାରୀ ଲୋକମାନେ ବାହାରେ ଯାଇ, ଢାଲ ଓ ଫଳକ, ଧନୁ ଓ ତୀର, ଆଉ ଯଷ୍ଟି ଓ ବର୍ଚ୍ଛା, ଏହି ସକଳ ଅସ୍ତ୍ରଶସ୍ତ୍ର ଅଗ୍ନିରେ ଜଳାଇବେ, ସେମାନେ ସାତ ବର୍ଷ ପର୍ଯ୍ୟନ୍ତ ସେହି ସବୁ ନେଇ ଅଗ୍ନିରେ ଜ୍ୱଳାଇବେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲର ନଗରସମୂହରେ ବାସକାରୀ ଲୋକମାନେ ବାହାରେ ଯାଇ, ଢାଲ ଓ ଫଳକ, ଧନୁ ଓ ତୀର, ଆଉ ଯଷ୍ଟି ଓ ବର୍ଚ୍ଛା, ଏହି ସକଳ ଅସ୍ତ୍ରଶସ୍ତ୍ର ଅଗ୍ନିରେ ଜଳାଇବେ, ସେମାନେ ସାତ ବର୍ଷ ପର୍ଯ୍ୟନ୍ତ ସେହିସବୁ ନେଇ ଅଗ୍ନିରେ ଜ୍ୱଳାଇବେ;