Ezekiel 4:1 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର ତୁମ୍ଭ ସମ୍ମୁଖ ରେ ଖଣ୍ଡେ ଇଟା ରଖ ଓ ତହିଁରେ ୟିରୁଶାଲମ ନଗରର ନକ୍ସା ଅଙ୍କନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଖଣ୍ତେ ଇଟା ନେଇ ଆପଣା ସମ୍ମୁଖରେ ରଖ ଓ ତହିଁ ଉପରେ ଏକ ନଗରର,ଅର୍ଥାତ୍,ଯିରୂଶାଲମର ଛବି ଅଙ୍କିତ କର;
Odia Bible ERV 2004 (ପବିତ୍ର ବାଇବଲ)
Warnings About the Attack of Jerusalem “ହେ ମନୁଷ୍ୟ ପୁତ୍ର ତୁମ୍ଭ ସମ୍ମୁଖରେ ଖଣ୍ଡେ ଇଟା ରଖ ଓ ତହିଁରେ ଯିରୁଶାଲମ ନଗରର ନ‌କ୍‌ସା ଅଙ୍କନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ଇଟା ନେଇ ଆପଣା ସମ୍ମୁଖରେ ରଖ ଓ ତହିଁ ଉପରେ ଏକ ନଗରର, ଅର୍ଥାତ୍‍, ଯିରୂଶାଲମର ଛବି ଅଙ୍କିତ କର;
Odia IRV 2017 (ଓଡିଆ ବାଇବେଲ)
ଆହୁରି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ଇଟା ନେଇ ଆପଣା ସମ୍ମୁଖରେ ରଖ ଓ ତହିଁ ଉପରେ ଏକ ନଗରର, ଅର୍ଥାତ୍‍, ଯିରୂଶାଲମର ଛବି ଅଙ୍କିତ କର;