Ezekiel 4:11 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭେ ପ୍ରତିଦିନ ପରିମାଣ ଅନୁସାରେ ଏକ ହିନର ଷଷ୍ଠାଂଶ ଜଳପାନ କରିବ। ତୁମ୍ଭେ ସମୟକୁ ସମୟ ତାହା ପାନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ ପରିମାଣ ଅନୁସାରେ ଏକ ହୀନ୍ର ଷଷ୍ଠାଂଶ ଜଳ ପାନ କରିବ; ତୁମ୍ଭେ ସମୟକୁ ସମୟ ତାହା ପାନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେ ପ୍ରତିଦିନ ପରିମାଣ ଅନୁସାରେ ଏକ ହିନର ଷଷ୍ଠାଂଶ ଜଳପାନ କରିବ। ତୁମ୍ଭେ ସମୟକୁ ସମୟ ତାହା ପାନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେ ପରିମାଣ ଅନୁସାରେ ଏକ ହୀନ୍ର ଷଷ୍ଠାଂଶ ଜଳ ପାନ କରିବ; ତୁମ୍ଭେ ସମୟକୁ ସମୟ ତାହା ପାନ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେ ପରିମାଣ ଅନୁସାରେ ଏକ ହୀନ୍ର ଷଷ୍ଠାଂଶ ଜଳ ପାନ କରିବ; ତୁମ୍ଭେ ସମୟକୁ ସମୟ ତାହା ପାନ କରିବ।