Ezekiel 4:12 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭେ ସହେି ଖାଦ୍ୟ ଦ୍ରବ୍ଯ ୟବପିଷ୍ଟକ ପରି କରିବ ଓ ତାକୁ ମନୁଷ୍ଯର ବିଷ୍ଠା ଦ୍ବାରା ପାକ କରି ସମସ୍ତଙ୍କ ସମ୍ମୁଖ ରେ ଭୋଜନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ସେହି ଖାଦ୍ୟଦ୍ରବ୍ୟ ଯବପିଷ୍ଟକ ପରି ଭୋଜନ କରିବ ଓ ସେମାନଙ୍କ ସାକ୍ଷାତରେ ମନୁଷ୍ୟର ବିଷ୍ଠା ଦ୍ଵାରା ତାହା ପାକ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେ ସେହି ଖାଦ୍ୟ ଦ୍ରବ୍ୟ ଯବପିଷ୍ଟକ ପରି କରିବ ଓ ତାକୁ ମନୁଷ୍ୟର ବିଷ୍ଠା ଦ୍ୱାରା ପାକ କରି ସମସ୍ତଙ୍କ ସମ୍ମୁଖରେ ଭୋଜନ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ସେହି ଖାଦ୍ୟଦ୍ରବ୍ୟ ଯବ ପିଷ୍ଟକ ପରି ଭୋଜନ କରିବ ଓ ସେମାନଙ୍କ ସାକ୍ଷାତରେ ମନୁଷ୍ୟର ବିଷ୍ଠା ଦ୍ୱାରା ତାହା ପାକ କରିବ!”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ସେହି ଖାଦ୍ୟଦ୍ରବ୍ୟ ଯବ ପିଷ୍ଟକ ପରି ଭୋଜନ କରିବ ଓ ସେମାନଙ୍କ ସାକ୍ଷାତରେ ମନୁଷ୍ୟର ବିଷ୍ଠା ଦ୍ୱାରା ତାହା ପାକ କରିବ!