Ezekiel 4:13 — Compare Translations
5 translations compared side by side
Odia - 1840
"ତା'ପ ରେ ସଦାପ୍ରଭୁ କହିଲେ, ଏହି ପ୍ରକା ରେ ଇଶ୍ରାୟେଲର ଲୋକମାନେ ଜାତିମାନଙ୍କର ମଧିଅରେ ଅଶୁଚି ଖାଦ୍ୟ ଖାଇବେ, ଯେଉଁଠାକୁ ଆମ୍ଭେ ସମାନଙ୍କେୁ ବଳପୂର୍ବକ ତଡ଼ିଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ କହିଲେ, ଆମ୍ଭେ ଇସ୍ରାଏଲର ସନ୍ତାନଗଣକୁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ତଡ଼ି ଦେବା, ସେମାନଙ୍କ ମଧ୍ୟରେ ସେମାନେ ଏହି ପ୍ରକାରେ ଆପଣା ଆପଣା ରୁଟୀ ଅଶୁଚି ଖାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ କହିଲେ, “ଏହି ପ୍ରକାରେ ଇସ୍ରାଏଲର ଲୋକମାନେ ଜାତିମାନଙ୍କର ମଧ୍ୟରେ ଅଶୁଚି ଖାଦ୍ୟ ଖାଇବେ, ଯେଉଁଠାକୁ ଆମ୍ଭେ ସେମାନଙ୍କୁ ବଳପୂର୍ବକ ତଡ଼ିଦେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ କହିଲେ, “ଆମ୍ଭେ ଇସ୍ରାଏଲର ସନ୍ତାନଗଣକୁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ତଡ଼ିଦେବା, ସେମାନଙ୍କ ମଧ୍ୟରେ ସେମାନେ ଏହି ପ୍ରକାରେ ଆପଣା ଆପଣା ଅଶୁଚି ରୁଟି ଖାଇବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ କହିଲେ, “ଆମ୍ଭେ ଇସ୍ରାଏଲର ସନ୍ତାନଗଣକୁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ତଡ଼ି ଦେବା, ସେମାନଙ୍କ ମଧ୍ୟରେ ସେମାନେ ଏହି ପ୍ରକାରେ ଆପଣା ଆପଣା ଅଶୁଚି ରୁଟି ଖାଇବେ।”