Ezekiel 4:14 — Compare Translations

5 translations compared side by side

Odia - 1840
"ତା'ପ ରେ ମୁଁ କହିଲି, ହେ ସଦାପ୍ରଭୁ ମାରେ ପ୍ରଭୁ! ଅଶୁଚି ଖାଦ୍ୟ ଖାଇବା ଦ୍ବାରା ମୁଁ ନିଜକୁ କବେେ ଅଶୁଚି କରି ନାହିଁ। ମୁଁ ବାଲ୍ଯକାଳରୁ ଆଜି ପର୍ୟ୍ଯନ୍ତ ସ୍ବଯଂମୃତ ପଶୁ, ପଚି ୟାଇଥିବା ପଶୁଗୁଡ଼ିକ ଏବଂ ଅନ୍ୟ ପଶୁ ଦ୍ବାରା ମରା ହାଇେଥିବା ପଶୁର ମାଂସ ଭୋଜନ କରି ନାହିଁ। ଅଥବା ନିଷିଦ୍ଧ କରାୟାଇଥିବା ମାଂସ ମାେ ପାଟି ରେ ଦଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୁଁ କହିଲି, ଆହା, ପ୍ରଭୋ, ସଦାପ୍ରଭୋ! ଦେଖ, ମୋର ପ୍ରାଣ ଅଶୁଚି ହୋଇ ନାହିଁ, ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ଵୟଂମୃତ କିଅବା ପଶୁ ଦ୍ଵାରା ବିଦୀର୍ଣ୍ଣ କିଛି ହିଁ ଭୋଜନ କରି ନାହିଁ; ଅଥବା ଘୃଣାଯୋଗ୍ୟ ମାଂସ ମୋʼ ମୁଖରେ ପ୍ରବେଶ କରି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ କହିଲି, “ହେ ସଦାପ୍ରଭୁ ମୋର ପ୍ରଭୁ! ଅଶୁଚି ଖାଦ୍ୟ ଖାଇବା ଦ୍ୱାରା ମୁଁ ନିଜକୁ କେବେ ଅଶୁଚି କରି ନାହିଁ। ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ୱୟଂମୃତ ପଶୁ, ପଚି ଯାଇଥିବା ପଶୁଗୁଡ଼ିକ ଏବଂ ଅନ୍ୟ ପଶୁ ଦ୍ୱାରା ମରା ହୋଇଥିବା ପଶୁର ମାଂସ ଭୋଜନ କରି ନାହିଁ। ଅଥବା ନିଷିଦ୍ଧ କରାଯାଇଥିବା ମାଂସ ମୋ’ ପାଟିରେ ଦେଇ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୁଁ କହିଲି, “ଆହା, ପ୍ରଭୋ ସଦାପ୍ରଭୋ! ଦେଖ, ମୋର ପ୍ରାଣ ଅଶୁଚି ହୋଇ ନାହିଁ, ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ୱୟଂମୃତ କିଅବା ପଶୁ ଦ୍ୱାରା ବିଦୀର୍ଣ୍ଣ କିଛି ହିଁ ଭୋଜନ କରି ନାହିଁ; ଅଥବା ଘୃଣାଯୋଗ୍ୟ ମାଂସ ମୋʼ ମୁଖରେ ପ୍ରବେଶ କରି ନାହିଁ!”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୁଁ କହିଲି, “ଆହା, ପ୍ରଭୁ, ସଦାପ୍ରଭୁ! ଦେଖ, ମୋର ପ୍ରାଣ ଅଶୁଚି ହୋଇ ନାହିଁ, ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ୱୟଂମୃତ କିଅବା ପଶୁ ଦ୍ୱାରା ବିଦୀର୍ଣ୍ଣ କିଛି ହିଁ ଭୋଜନ କରି ନାହିଁ; ଅଥବା ଘୃଣାଯୋଗ୍ୟ ମାଂସ ମୋ’ ମୁଖରେ ପ୍ରବେଶ କରି ନାହିଁ!”