Ezekiel 4:15 — Compare Translations
5 translations compared side by side
Odia - 1840
"ତା'ପ ରେ ପରମେଶ୍ବର ମାେତେ କହିଲେ, ଏହା ଉତ୍ତମ ଅଟେ। ମନୁଷ୍ଯ ବିଷ୍ଠା ବଦଳ ରେ ମୁଁ ତୁମ୍ଭକୁ ଗୋବର ବ୍ଯବହାର କରିବାକୁ ଦବେି। ତୁମ୍ଭେ ଏହାର ନିଆଁ ରେ ରୋଟୀ ସକେି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ମୋତେ କହିଲେ, ଦେଖ, ଆମ୍ଭେ ମନୁଷ୍ୟର ବିଷ୍ଠା ବଦଳେ ଗୋମୟ ତୁମ୍ଭକୁ ଦେଲୁ, ଆଉ ତୁମ୍ଭେ ତହିଁ ଉପରେ ଆପଣା ରୁଟୀ ପାକ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପରମେଶ୍ୱର ମୋତେ କହିଲେ, “ଏହା ଉତ୍ତମ ଅଟେ। ମନୁଷ୍ୟ ବିଷ୍ଠା ବଦଳରେ ମୁଁ ତୁମ୍ଭକୁ ଗୋବର ବ୍ୟବହାର କରିବାକୁ ଦେବି। ତୁମ୍ଭେ ଏହାର ନିଆଁରେ ରୋଟୀ ସେକି ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ମୋତେ କହିଲେ, “ଦେଖ, ଆମ୍ଭେ ମନୁଷ୍ୟର ବିଷ୍ଠା ବଦଳେ ଗୋମୟ ତୁମ୍ଭକୁ ଦେଲୁ, ଆଉ ତୁମ୍ଭେ ତହିଁ ଉପରେ ଆପଣା ରୁଟି ପାକ କରିବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ମୋତେ କହିଲେ, “ଦେଖ, ଆମ୍ଭେ ମନୁଷ୍ୟର ବିଷ୍ଠା ବଦଳେ ଗୋମୟ ତୁମ୍ଭକୁ ଦେଲୁ, ଆଉ ତୁମ୍ଭେ ତହିଁ ଉପରେ ଆପଣା ରୁଟି ପାକ କରିବ।”