Ezekiel 4:16 — Compare Translations

5 translations compared side by side

Odia - 1840
"ତା'ପ ରେ ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଆମ୍ଭେ ୟିରୁଶାଲମକୁ ଖାଦ୍ୟ ଯୋଗଣ ବନ୍ଦ କରିବା। ସମାନେେ ଉତ୍କଣ୍ଠା ରେ ସୀମିତ ପରିମାଣର ଅନ୍ନ ଭୋଜନ କରିବେ ଓ ମହାଭୟ ରେ ସୀମିତ ପରିମାଣ ରେ ଜଳପାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ଯିରୂଶାଲମରେ ଅନ୍ନରୂପ ଯଷ୍ଟି ଭାଙ୍ଗିବା, ତହିଁରେ ଲୋକମାନେ ପରିମାଣ କରି ଭାବନାରେ ଅନ୍ନ ଭୋଜନ କରିବେ ଓ ସ୍ତମ୍ଭିତ ହୋଇ ପରିମାଣପୂର୍ବକ ଜଳ ପାନ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଆମ୍ଭେ ଯିରୁଶାଲମକୁ ଖାଦ୍ୟ ଯୋଗାଣ ବନ୍ଦ କରିବା। ସେମାନେ ଉତ୍କଣ୍ଠାରେ ସୀମିତ ପରିମାଣର ଅନ୍ନ ଭୋଜନ କରିବେ ଓ ମହାଭୟରେ ସୀମିତ ପରିମାଣରେ ଜଳପାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ଯିରୂଶାଲମରେ ଅନ୍ନରୂପ ଯଷ୍ଟି ଭାଙ୍ଗିବା, ତହିଁରେ ଲୋକମାନେ ସୀମିତ ପରିମାଣ ଅନ୍ନ ଯତ୍ନ ସହ ଭୋଜନ କରିବେ ଓ ସୀମିତ ପରିମାଣ ଜଳ ଭୟରେ ପାନ କରିବେ;
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଦେଖ, ଆମ୍ଭେ ଯିରୂଶାଲମରେ ଅନ୍ନରୂପ ଯଷ୍ଟି ଭାଙ୍ଗିବା, ତହିଁରେ ଲୋକମାନେ ସୀମିତ ପରିମାଣ ଅନ୍ନ ଯତ୍ନ ସହ ଭୋଜନ କରିବେ ଓ ସୀମିତ ପରିମାଣ ଜଳ ଭୟରେ ପାନ କରିବେ;