Ezekiel 4:17 — Compare Translations

5 translations compared side by side

Odia - 1840
"ଅନ୍ନ ଓ ଜଳର ଅଭାବ କାରଣରୁ, ସମାନେେ ପରସ୍ପରକୁ ଦେଖି ଆତଙ୍କିତ ହାଇଯେିବେ ଏବଂ ସମାନଙ୍କେର ପାପ ଯୋଗୁଁ କ୍ଷୀଣ ହାଇଯେିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅନ୍ନ ଓ ଜଳର ଅଭାବରେ ସେମାନେ ଏକଆରେକର ପ୍ରତି ବିସ୍ମୟାପନ୍ନ ହୋଇ ଆପଣା ଆପଣା ଅଧର୍ମରେ କ୍ଷୀଣ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ନ ଓ ଜଳର ଅଭାବ କାରଣରୁ, ସେମାନେ ପରସ୍ପରକୁ ଦେଖି ଆତଙ୍କିତ ହୋଇଯିବେ ଏବଂ ସେମାନଙ୍କର ପାପ ଯୋଗୁଁ କ୍ଷୀଣ ହୋଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅନ୍ନ ଓ ଜଳର ଅଭାବରେ ସେମାନେ ପରସ୍ପର ପ୍ରତି ବିସ୍ମୟାପନ୍ନ ହୋଇ ଆପଣା ଆପଣା ଅଧର୍ମରେ କ୍ଷୀଣ ହେବେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅନ୍ନ ଓ ଜଳର ଅଭାବରେ ସେମାନେ ପରସ୍ପର ପ୍ରତି ବିସ୍ମୟାପନ୍ନ ହୋଇ ଆପଣା ଆପଣା ଅଧର୍ମରେ କ୍ଷୀଣ ହେବେ।”