Ezekiel 4:2 — Compare Translations

5 translations compared side by side

Odia - 1840
"ଏବଂ ସଗେୁଡ଼ିକୁ ସୈନ୍ଯ ରେ ବେଷ୍ଟିତ କର, ତାହା ବିରୁଦ୍ଧ ରେ ଗଡ଼ ନିର୍ମାଣ କର ଓ ତାହା ବିରୁଦ୍ଧ ରେ ପ୍ରାଚୀର ନିର୍ମାଣ କର। ଆଉ ତାହା ବିରୁଦ୍ଧ ରେ ଛାଉଣୀ ସ୍ଥାପନ କର ଓ ଚତୁର୍ଦ୍ଦିଗ ରେ ପ୍ରାଚୀର ଭଦକେ ୟନ୍ତ୍ର ସ୍ଥାପନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତାହା ସୈନ୍ୟରେ ବେଷ୍ଟିତ କର, ତାହା ବିରୁଦ୍ଧରେ ଗଡ଼ ନିର୍ମାଣ କର ଓ ତାହା ବିରୁଦ୍ଧରେ ବନ୍ଧ ବାନ୍ଧ; ମଧ୍ୟ ତାହା ବିରୁଦ୍ଧରେ ଛାଉଣି ସ୍ଥାପନ କର ଓ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଭେଦକ ଯନ୍ତ୍ର ସ୍ଥାପନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେଗୁଡ଼ିକୁ ସୈନ୍ୟରେ ବେଷ୍ଟିତ କର, ତାହା ବିରୁଦ୍ଧରେ ଗଡ଼ ନିର୍ମାଣ କର ଓ ତାହା ବିରୁଦ୍ଧରେ ପ୍ରାଚୀର ନିର୍ମାଣ କର। ଆଉ ତାହା ବିରୁଦ୍ଧରେ ଛାଉଣି ସ୍ଥାପନ କର ଓ ଚତୁର୍ଦ୍ଦିଗରେ ପ୍ରାଚୀର ଭେଦକ ଯନ୍ତ୍ର ସ୍ଥାପନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତାହା ସୈନ୍ୟରେ ବେଷ୍ଟିତ କର, ତାହା ବିରୁଦ୍ଧରେ ଗଡ଼ ନିର୍ମାଣ କର ଓ ତାହା ବିରୁଦ୍ଧରେ ବନ୍ଧ ବାନ୍ଧ; ମଧ୍ୟ ତାହା ବିରୁଦ୍ଧରେ ଛାଉଣି ସ୍ଥାପନ କର ଓ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କର।
Odia IRV 2017 (ଓଡିଆ ବାଇବେଲ)
ଆଉ, ତାହା ସୈନ୍ୟରେ ବେଷ୍ଟିତ କର, ତାହା ବିରୁଦ୍ଧରେ ଗଡ଼ ନିର୍ମାଣ କର ଓ ତାହା ବିରୁଦ୍ଧରେ ବନ୍ଧ ବାନ୍ଧ; ମଧ୍ୟ ତାହା ବିରୁଦ୍ଧରେ ଛାଉଣି ସ୍ଥାପନ କର ଓ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଭେଦକ ଯନ୍ତ୍ର ସ୍ଥାପନ କର।