Ezekiel 4:3 — Compare Translations
5 translations compared side by side
Odia - 1840
"ଏବଂ ଗୋଟିଏ ଲୁହାର କରଇେ ନିଅ ଏବଂ ତୁମ୍ଭ ଓ ନଗରର ନକ୍ସା ମଧିଅରେ ଲୁହାର ପ୍ରାଚୀର ରୂପେ ସ୍ଥାପନ କର ଏବଂ ଏହା ଆଡ଼କୁ ବୁଲିପଡ଼। ନଗର ତୁମ୍ଭର ଅବରୋଧିତ ହବେ। ଏହା ଇଶ୍ରାୟେଲୀୟମାନଙ୍କର ଏକ ଚିହ୍ନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏକ ଖଣ୍ତ ଲୁହାର କହ୍ରାଇ ନେଇ ତୁମ୍ଭର ଓ ନଗରର ମଧ୍ୟରେ ଲୌହ ପ୍ରାଚୀର ତୁଲ୍ୟ ତାହା ସ୍ଥାପନ କର; ଆଉ, ତୁମ୍ଭର ମୁଖ ତହିଁଆଡ଼େ ରଖ, ତହିଁରେ ତାହା ଅବରୁଦ୍ଧ ହେବ ଓ ତୁମ୍ଭେ ତାହା ଅବରୋଧ କରି ତହିଁ ବିରୁଦ୍ଧରେ ରହିବ । ଏହା ଇସ୍ରାଏଲ-ବଂଶ ପ୍ରତି ଏକ ଚିହ୍ନ ସ୍ଵରୂପ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଗୋଟିଏ ଲୁହାର କରେଇ ନିଅ ଏବଂ ତୁମ୍ଭ ଓ ନଗରର ନକ୍ସା ମଧ୍ୟରେ ଲୁହାର ପ୍ରାଚୀର ରୂପେ ସ୍ଥାପନ କର ଏବଂ ଏହା ଆଡ଼କୁ ବୁଲିପଡ଼। ନଗର ତୁମ୍ଭର ଅବରୋଧିତ ହେବ। ଏହା ଇସ୍ରାଏଲୀୟମାନଙ୍କର ଏକ ଚିହ୍ନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏକ ଖଣ୍ଡ ଲୁହାର କହ୍ରାଇ ନେଇ ତୁମ୍ଭର ଓ ନଗରର ମଧ୍ୟରେ ଲୌହ ପ୍ରାଚୀର ତୁଲ୍ୟ ତାହା ସ୍ଥାପନ କର; ଆଉ, ତୁମ୍ଭର ମୁଖ ତହିଁ ପ୍ରତି ରଖ, ତହିଁରେ ତାହା ଅବରୁଦ୍ଧ ହେବ ଓ ତୁମ୍ଭେ ତାହା ଅବରୋଧ କରି ତହିଁ ବିରୁଦ୍ଧରେ ରହିବ। ଏହା ଇସ୍ରାଏଲ ବଂଶ ପ୍ରତି ଏକ ଚିହ୍ନସ୍ୱରୂପ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏକ ଖଣ୍ଡ ଲୁହାର କହ୍ରାଇ ନେଇ ତୁମ୍ଭର ଓ ନଗରର ମଧ୍ୟରେ ଲୌହ ପ୍ରାଚୀର ତୁଲ୍ୟ ତାହା ସ୍ଥାପନ କର; ଆଉ, ତୁମ୍ଭର ମୁଖ ତହିଁ ପ୍ରତି ରଖ, ତହିଁରେ ତାହା ଅବରୁଦ୍ଧ ହେବ ଓ ତୁମ୍ଭେ ତାହା ଅବରୋଧ କରି ତହିଁ ବିରୁଦ୍ଧରେ ରହିବ। ଏହା ଇସ୍ରାଏଲ ବଂଶ ପ୍ରତି ଏକ ଚିହ୍ନ ସ୍ୱରୂପ ହେବ।