Ezekiel 4:5 — Compare Translations

5 translations compared side by side

Odia - 1840
"ତୁମ୍ଭେ ନିଶ୍ଚଯ 390 ଦିନ ଇଶ୍ରାୟେଲର ଦୋଷବହନ କରିବ। ଏହି ପ୍ରକା ରେ ମୁଁ ତୁମ୍ଭକୁ କହୁଅଛି, କେତଦେିନ ପର୍ୟ୍ଯନ୍ତ ଇଶ୍ରାୟେଲ ଦଣ୍ଡିତ ହବେ, ଗୋଟିଏ ଦିନ ସମାନ ଗୋଟିଏ ବର୍ଷ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ସେମାନଙ୍କର ଅଧର୍ମର ବର୍ଷ ତୁମ୍ଭ ପ୍ରତି କେତେକ ସଂଖ୍ୟକ ଦିନ, ଅର୍ଥାତ୍, ତିନି ଶତ ନବେ ଦିନ ହେବା ପାଇଁ ନିରୂପଣ କରିଅଛୁ; ଏହି ପ୍ରକାରେ ତୁମ୍ଭେ ଇସ୍ରାଏଲ-ବଂଶର ଅଧର୍ମ ବହିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିଶ୍ଚୟ 390 ଦିନ ଇସ୍ରାଏଲର ଦୋଷବହନ କରିବ। ଏହି ପ୍ରକାରେ ମୁଁ ତୁମ୍ଭକୁ କହୁଅଛି, କେତେଦିନ ପର୍ଯ୍ୟନ୍ତ ଇସ୍ରାଏଲ ଦଣ୍ଡିତ ହେବ, ଗୋଟିଏ ଦିନ ସମାନ ଗୋଟିଏ ବର୍ଷ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ସେମାନଙ୍କର ଅଧର୍ମର ବର୍ଷ ତୁମ୍ଭ ପ୍ରତି କେତେକ ସଂଖ୍ୟକ ଦିନ, ଅର୍ଥାତ୍‍, ତିନି ଶହ ନବେ ଦିନ ହେବା ପାଇଁ ନିରୂପଣ କରିଅଛୁ; ଏହି ପ୍ରକାରେ ତୁମ୍ଭେ ଇସ୍ରାଏଲ ବଂଶର ଅଧର୍ମ ବୋହିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ସେମାନଙ୍କର ଅଧର୍ମର ବର୍ଷ ତୁମ୍ଭ ପ୍ରତି କେତେକ ସଂଖ୍ୟକ ଦିନ, ଅର୍ଥାତ୍‍, ତିନି ଶହ ନବେ ଦିନ ହେବା ପାଇଁ ନିରୂପଣ କରିଅଛୁ; ଏହି ପ୍ରକାରେ ତୁମ୍ଭେ ଇସ୍ରାଏଲ ବଂଶର ଅଧର୍ମ ବୋହିବ।