Ezekiel 4:6 — Compare Translations
5 translations compared side by side
Odia - 1840
"ଏହି ସମସ୍ତ ଦିନ ସମାପ୍ତି ପ ରେ ତୁମ୍ଭେ କଡ଼ ଲେଉଟାଇବ ଏବଂ ଆପଣା ଦକ୍ଷିଣ ପାଶର୍ବ ରେ ଶଯନ କରିବ। ଏହି ପ୍ରକା ରେ ଯିହୁଦାର ପାପ ପାଇଁ ଦଣ୍ଡ ତୁମ୍ଭେ ସମାନଙ୍କେୁ ଦଖାଇବେ। ଆମ୍ଭେ ନିରୂପିତ କରିଛୁ ଯେ, ତୁମ୍ଭମାନେେ ଏହା ଚାଳିଶ ଦିନ ପାଇଁ କରିବା ଉଚିତ୍। ଗୋଟିଏ ଦିନ ଗୋଟିଏ ବର୍ଷ ସହିତ ସମାନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନର୍ବାର ତୁମ୍ଭେ ସେହି ସକଳ ଦିନ ସମାପ୍ତ କଲା ଉତ୍ତାରେ ଆପଣା ଦକ୍ଷିଣ ପାର୍ଶ୍ଵରେ ଶୟନ କରି ଯିହୁଦା-ବଂଶର ଅଧର୍ମ ବହିବ; ଚାଳିଶ ବର୍ଷର ଏକ ଏକ ବର୍ଷକୁ ଆମ୍ଭେ ତୁମ୍ଭ ପାଇଁ ଏକ ଏକ ଦିନ କରି ନିରୂପଣ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହି ସମସ୍ତ ଦିନ ସମାପ୍ତି ପରେ ତୁମ୍ଭେ କଡ଼ ଲେଉଟାଇବ ଏବଂ ଆପଣା ଦକ୍ଷିଣ ପାର୍ଶ୍ୱରେ ଶୟନ କରିବ। ଏହି ପ୍ରକାରେ ଯିହୁଦାର ପାପ ପାଇଁ ଦଣ୍ଡ ତୁମ୍ଭେ ସେମାନଙ୍କୁ ଦେଖାଇବ। ଆମ୍ଭେ ନିରୂପିତ କରିଛୁ ଯେ, ତୁମ୍ଭେମାନେ ଏହା ଗ୍ଭଳିଶ୍ ଦିନ ପାଇଁ କରିବା ଉଚିତ୍। ଗୋଟିଏ ଦିନ ଗୋଟିଏ ବର୍ଷ ସହିତ ସମାନ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନର୍ବାର ତୁମ୍ଭେ ସେହି ସକଳ ଦିନ ସମାପ୍ତ କଲା ଉତ୍ତାରେ ଆପଣା ଡାହାଣ ପାର୍ଶ୍ୱରେ ଶୟନ କରି ଯିହୁଦା ବଂଶର ଅଧର୍ମ ବୋହିବ; ଚାଳିଶ ବର୍ଷର ଏକ ଏକ ବର୍ଷକୁ ଆମ୍ଭେ ତୁମ୍ଭ ପାଇଁ ଏକ ଏକ ଦିନ କରି ନିରୂପଣ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୁନର୍ବାର ତୁମ୍ଭେ ସେହି ସକଳ ଦିନ ସମାପ୍ତ କଲା ଉତ୍ତାରେ ଆପଣା ଡାହାଣ ପାର୍ଶ୍ୱରେ ଶୟନ କରି ଯିହୁଦା ବଂଶର ଅଧର୍ମ ବୋହିବ; ଚାଳିଶ ବର୍ଷର ଏକ ଏକ ବର୍ଷକୁ ଆମ୍ଭେ ତୁମ୍ଭ ପାଇଁ ଏକ ଏକ ଦିନ କରି ନିରୂପଣ କରିଅଛୁ।