Ezekiel 4:7 — Compare Translations
5 translations compared side by side
Odia - 1840
"ପରମେଶ୍ବର ପୁନର୍ବାର କହିଲେ, ବର୍ତ୍ତମାନ ୟିରୁଶାଲମର ଅବରୋଧିତ ନଗର ଆଡ଼କୁ ବୁଲିପଡ଼ ଏବଂ ରିକ୍ତ ହସ୍ତ ରେ ଏହା ବିରୁଦ୍ଧ ରେ ଭବିଷ୍ଯଦବାଣୀ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ ଆପଣା ବାହୁ ଅନାବୃତ କରି ଯିରୂଶାଲମର ସୈନ୍ୟବେଷ୍ଟନ ଆଡ଼େ ମୁଖ ରଖିବ ଓ ତହିଁ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପୁନର୍ବାର କହିଲେ, “ବର୍ତ୍ତମାନ ଯିରୁଶାଲମର ଅବରୋଧିତ ନଗର ଆଡ଼କୁ ବୁଲିପଡ଼ ଏବଂ ରିକ୍ତ ହସ୍ତରେ ଏହା ବିରୁଦ୍ଧରେ ଭବିଷ୍ୟଦ୍ବାଣୀ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେ ଆପଣା ବାହୁ ଅନାବୃତ କରି ଯିରୂଶାଲମର ସୈନ୍ୟ ବେଷ୍ଟନ ପ୍ରତି ମୁଖ ରଖିବ ଓ ତହିଁ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେ ଆପଣା ବାହୁ ଅନାବୃତ କରି ଯିରୂଶାଲମର ସୈନ୍ୟ ବେଷ୍ଟନ ପ୍ରତି ମୁଖ ରଖିବ ଓ ତହିଁ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ।