Ezekiel 4:8 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ଦେଖ, ଆମ୍ଭେ ତୁମ୍ଭକୁ ରଜ୍ଜୁ ରେ ବାନ୍ଧି ଅଛୁ। ଏଣୁ ତୁମ୍ଭେ ତୁମ୍ଭର ନଗର ଉପ ରେ ଅବରୋଧର ସମାପ୍ତ ନ କରିବା ପର୍ୟ୍ଯନ୍ତ ଏ ପାଶର୍ବସ୍ଥ ସେ ପାଶର୍ବକୁ ଲେଉଟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦେଖ, ଆମ୍ଭେ ତୁମ୍ଭକୁ ରଜ୍ଜୁରେ ବାନ୍ଧୁଅଛୁ, ଏଣୁ ତୁମ୍ଭେ ତୁମ୍ଭର ଅବରୋଧର ଦିନ ସମାପ୍ତ ନ କରିବା ପର୍ଯ୍ୟନ୍ତ ଏପାର୍ଶ୍ଵରୁ ସେପାର୍ଶ୍ଵକୁ ଲେଉଟିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଦେଖ, ଆମ୍ଭେ ତୁମ୍ଭକୁ ରଜ୍ଜୁରେ ବାନ୍ଧି ଅଛୁ। ଏଣୁ ତୁମ୍ଭେ ତୁମ୍ଭର ନଗର ଉପରେ ଅବରୋଧର ସମାପ୍ତ ନ କରିବା ପର୍ଯ୍ୟନ୍ତ ଏ ପାର୍ଶ୍ୱରୁ ସେ ପାର୍ଶ୍ୱକୁ ଲେଉଟିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦେଖ, ଆମ୍ଭେ ତୁମ୍ଭକୁ ରଜ୍ଜୁରେ ବାନ୍ଧୁଅଛୁ, ଏଣୁ ତୁମ୍ଭେ ତୁମ୍ଭର ଅବରୋଧର ଦିନ ସମାପ୍ତ ନ କରିବା ପର୍ଯ୍ୟନ୍ତ ଏ ପାର୍ଶ୍ୱରୁ ସେ ପାର୍ଶ୍ୱକୁ ଲେଉଟିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦେଖ, ଆମ୍ଭେ ତୁମ୍ଭକୁ ରଜ୍ଜୁରେ ବାନ୍ଧୁଅଛୁ, ଏଣୁ ତୁମ୍ଭେ ତୁମ୍ଭର ଅବରୋଧର ଦିନ ସମାପ୍ତ ନ କରିବା ପର୍ଯ୍ୟନ୍ତ ଏ ପାର୍ଶ୍ୱରୁ ସେ ପାର୍ଶ୍ୱକୁ ଲେଉଟିବ ନାହିଁ।