Ezekiel 40:1 — Compare Translations
5 translations compared side by side
Odia - 1840
"ମ୍ଭର ନିର୍ବାସନର ପଞ୍ଚବିଂଶ ବର୍ଷର, ଆରମ୍ଭ ରେ ମାସର ଦଶମ ଦିନ ରେ ସଦାପ୍ରଭୁଙ୍କ ଶକ୍ତି ମାେ ଉପ ରେ ଅଧିଷ୍ଠିତ ହେଲା। ଏହା ବାବିଲ ୟିରୁଶାଲମ ଅକ୍ତିଆର କରିବାର ଚତୁର୍ଦ୍ଦଶବର୍ଷ ପ ରେ ସହେିଦିନ ସଦାପ୍ରଭୁ ମାେତେ ସଠାେକୁ ଦର୍ଶନ ରେ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେସ୍ଥାନରେ ଉପସ୍ଥିତ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ନୂତନ ମନ୍ଦିର ଆମ୍ଭର ନିର୍ବାସନର ପଞ୍ଚବିଂଶ ବର୍ଷର, ଆରମ୍ଭରେ ମାସର ଦଶମ ଦିନରେ ସଦାପ୍ରଭୁଙ୍କ ଶକ୍ତି ମୋ’ ଉପରେ ଅଧିଷ୍ଠିତ ହେଲା। ଏହା ବାବିଲ ଯିରୁଶାଲମ ଅକ୍ତିଆର କରିବାର ଚତୁର୍ଦ୍ଦଶବର୍ଷ ପରେ ସେହି ଦିନ ସଦାପ୍ରଭୁ ମୋତେ ସେଠାକୁ ଦର୍ଶନରେ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେହି ସ୍ଥାନରେ ଉପସ୍ଥିତ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେହି ସ୍ଥାନରେ ଉପସ୍ଥିତ କରାଇଲେ।