Ezekiel 40:10 — Compare Translations

5 translations compared side by side

Odia - 1840
"ଆଉ ପୂର୍ବାଭିମୁଖ ଦ୍ବାରର ଏପାଖ ରେ ତିନି ଓ ସପୋଖ ରେ ତିନି କଠାେରୀ ଥିଲା। ସେ ତିନି ତିନି କଠାେରୀର ମାପ ସମାନ ଥିଲା ଓ ପ୍ରତିପାଖ ସ୍ତମ୍ଭଗୁଡ଼ିକ ସମାନ ମାପର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପୂର୍ବାଭିମୁଖ ଦ୍ଵାରର କ୍ଷୁଦ୍ର କୋଠରି ଏପାଖରେ ତିନି ଓ ସେପାଖରେ ତିନି ଥିଲା; ସେ ତିନିର ମାପ ଏକ ସମାନ ଥିଲା; ଆଉ, ଏପାଖ ଓ ସେପାଖ ସ୍ତମ୍ଭସବୁର ଏକ ସମାନ ମାପ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ପୂର୍ବାଭିମୁଖ ଦ୍ୱାରର ଏପାଖରେ ତିନି ଓ ସେପାଖରେ ତିନି କୋଠରୀ ଥିଲା। ସେ ତିନି ତିନି କୋଠରୀର ମାପ ସମାନ ଥିଲା ଓ ପ୍ରତିପାଖ ସ୍ତମ୍ଭଗୁଡ଼ିକ ସମାନ ମାପର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପୂର୍ବାଭିମୁଖ ଦ୍ୱାରର କ୍ଷୁଦ୍ର କୋଠରି ଏପାଖରେ ତିନି ଓ ସେପାଖରେ ତିନି ଥିଲା; ସେ ତିନିର ମାପ ଏକ ସମାନ ଥିଲା; ଆଉ, ଏପାଖ ଓ ସେପାଖ ସ୍ତମ୍ଭସବୁର ଏକ ସମାନ ମାପ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ପୂର୍ବାଭିମୁଖ ଦ୍ୱାରର କ୍ଷୁଦ୍ର କୋଠରି ଏପାଖରେ ତିନି ଓ ସେପାଖରେ ତିନି ଥିଲା; ସେ ତିନିର ମାପ ଏକ ସମାନ ଥିଲା; ଆଉ, ଏପାଖ ଓ ସେପାଖ ସ୍ତମ୍ଭସବୁର ଏକ ସମାନ ମାପ ଥିଲା।