Ezekiel 40:11 — Compare Translations
5 translations compared side by side
Odia - 1840
"ପୁଣି ସେ ଦ୍ବାରର ପ୍ରବେଶ ପଥ ମାପିଲେ। ତାହାର ଦୀର୍ଘତା ତରେ ହାତ ଓ ପ୍ରସ୍ଥ ଦଶ ହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଦ୍ଵାରର ପ୍ରବେଶ-ସ୍ଥାନର ପ୍ରସ୍ଥ ଦଶ ହାତ ଓ ଦ୍ଵାରର ଦୀର୍ଘତା ତେର ହାତ ମାପିଲେ,
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ଦ୍ୱାରର ପ୍ରବେଶ ପଥ ମାପିଲେ। ତାହାର ଦୀର୍ଘତା ତେର ହାତ ଓ ପ୍ରସ୍ଥ ଦଶ ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଦ୍ୱାରର ପ୍ରବେଶ ସ୍ଥାନର ପ୍ରସ୍ଥ ଦଶ ହାତ ଓ ଦ୍ୱାରର ଦୀର୍ଘତା ତେର ହାତ ମାପିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଦ୍ୱାରର ପ୍ରବେଶ-ସ୍ଥାନର ପ୍ରସ୍ଥ ଦଶ ହାତ ଓ ଦ୍ୱାରର ଦୀର୍ଘତା ତେର ହାତ ମାପିଲେ,