Ezekiel 40:13 — Compare Translations

5 translations compared side by side

Odia - 1840
"ତା'ପ ରେ ଏକ କାନ୍ଥଠାରୁ ଅନ୍ୟ କାନ୍ଥ ପର୍ୟ୍ଯନ୍ତ ପଚିଶ ହାତ ମାପିଲେ। ଏହାର ଦ୍ବାର ସମ୍ମୁଖ ରେ ଦ୍ବାର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଏକ କ୍ଷୁଦ୍ର କୋଠରିର ଛାତଠାରୁ ଅନ୍ୟ କ୍ଷୁଦ୍ର କୋଠରିର ଛାତ ପର୍ଯ୍ୟନ୍ତ ଦ୍ଵାରର ପ୍ରସ୍ଥ ପଚିଶ ହାତ ମାପିଲେ; ଦ୍ଵାର ସମ୍ମୁଖରେ ଦ୍ଵାର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଏକ କାନ୍ଥଠାରୁ ଅନ୍ୟ କାନ୍ଥ ପର୍ଯ୍ୟନ୍ତ ପଚିଶ୍ ହାତ ମାପିଲେ। ଏହାର ଦ୍ୱାର ସମ୍ମୁଖରେ ଦ୍ୱାର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଏକ କ୍ଷୁଦ୍ର କୋଠରିର ଛାତଠାରୁ ଅନ୍ୟ କ୍ଷୁଦ୍ର କୋଠରିର ଛାତ ପର୍ଯ୍ୟନ୍ତ ଦ୍ୱାରର ପ୍ରସ୍ଥ ପଚିଶ ହାତ ମାପିଲେ; ଦ୍ୱାର ସମ୍ମୁଖରେ ଦ୍ୱାର ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଏକ କ୍ଷୁଦ୍ର କୋଠରିର ଛାତଠାରୁ ଅନ୍ୟ କ୍ଷୁଦ୍ର କୋଠରିର ଛାତ ପର୍ଯ୍ୟନ୍ତ ଦ୍ୱାରର ପ୍ରସ୍ଥ ପଚିଶ ହାତ ମାପିଲେ; ଦ୍ୱାର ସମ୍ମୁଖରେ ଦ୍ୱାର ଥିଲା।