Ezekiel 40:15 — Compare Translations
5 translations compared side by side
Odia - 1840
"ପୁଣି ପ୍ରବଶାେର୍ଥକ ଦ୍ବାରର ଅଗ୍ରଭାଗରୁ ଅନ୍ତରସ୍ଥ ବାରଣ୍ଡାର ଅଗ୍ରଭାଗ ପର୍ୟ୍ଯନ୍ତ ପଚାଶ ହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରବେଶାର୍ଥକ ଦ୍ଵାରର ଅଗ୍ରଭାଗରୁ ଅନ୍ତରସ୍ଥ ବରଣ୍ତାର ଅଗ୍ରଭାଗ ପର୍ଯ୍ୟନ୍ତ ପଚାଶ ହାତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପ୍ରବେଶାର୍ଥକ ଦ୍ୱାରର ଅଗ୍ରଭାଗରୁ ଅନ୍ତରସ୍ଥ ବାରଣ୍ଡାର ଅଗ୍ରଭାଗ ପର୍ଯ୍ୟନ୍ତ ପଗ୍ଭଶ୍ ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରବେଶାର୍ଥକ ଦ୍ୱାରର ଅଗ୍ରଭାଗରୁ ଅନ୍ତରସ୍ଥ ବାରଣ୍ଡାର ଅଗ୍ରଭାଗ ପର୍ଯ୍ୟନ୍ତ ପଚାଶ ହାତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରବେଶାର୍ଥକ ଦ୍ୱାରର ଅଗ୍ରଭାଗରୁ ଅନ୍ତରସ୍ଥ ବାରଣ୍ଡାର ଅଗ୍ରଭାଗ ପର୍ଯ୍ୟନ୍ତ ପଚାଶ ହାତ ଥିଲା।