Ezekiel 40:16 — Compare Translations

5 translations compared side by side

Odia - 1840
"ପ୍ରତି ଦ୍ବାର କୋଠରୀର ଓ ଉପସ୍ତମ୍ଭ ଗୁଡ଼ିକର ଭିତ ରେ ଚାରିଆଡ଼େ କଳାକବାଟି ଥିଲା। ଆଉ ମଣ୍ଡପଗୁଡ଼ିକରେ ମଧ୍ଯ ସହେିପରି ଥିଲା। ଆଉ କଳାକବାଟିସବୁ ଭତର ଆଡ଼କୁ ମୁହଁ ଥିଲା ଫାଟକ ଦ୍ବାରର ପ୍ରେତ୍ୟକକ ପାଶର୍‌ବର କାନ୍ଥ ରେ ଖଜୁର୍ର ବୃକ୍ଷର ଆକୃତି ଖାଦେିତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦ୍ଵାର ଭିତରେ ଚାରିଆଡ଼େ କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭସକଳର ବନ୍ଦ ଜଳାକବାଟି ଥିଲା ଓ ମଣ୍ତପସକଳରେ ମଧ୍ୟ ତଦ୍ରୂପ ଥିଲା, ଆଉ ଜଳାକବାଟି ସବୁ ଭିତରେ ଚାରିଆଡ଼େ ଥିଲା ଓ ପ୍ରତ୍ୟେକ ଉପସ୍ତମ୍ଭ ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତି ଦ୍ୱାର କୋଠରୀର ଓ ଉପସ୍ତମ୍ଭ ଗୁଡ଼ିକର ଭିତରେ ଗ୍ଭରିଆଡ଼େ ଜଳାକବାଟି ଥିଲା। ଆଉ ମଣ୍ଡପଗୁଡ଼ିକରେ ମଧ୍ୟ ସେହିପରି ଥିଲା। ଆଉ ଜଳାକବାଟିସବୁ ଭିତର ଆଡ଼କୁ ମୁହଁ ଥିଲା ଫାଟକ ଦ୍ୱାରର ପ୍ରତ୍ୟେକ ପାର୍ଶ୍ୱର କାନ୍ଥରେ ଖର୍ଜ୍ଜୁର ବୃକ୍ଷର ଆକୃତି ଖୋଦିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦ୍ୱାର ଭିତରେ ଚାରିଆଡ଼େ କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭସକଳର ବନ୍ଦ ଜଳାକବାଟି ଥିଲା ଓ ମଣ୍ଡପସକଳରେ ମଧ୍ୟ ତଦ୍ରୂପ ଥିଲା, ଆଉ ଜଳାକବାଟିସବୁ ଭିତରେ ଚାରିଆଡ଼େ ଥିଲା ଓ ପ୍ରତ୍ୟେକ ଉପସ୍ତମ୍ଭ ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦ୍ୱାର ଭିତରେ ଚାରିଆଡ଼େ କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭସକଳର ବନ୍ଦ ଜଳାକବାଟି ଥିଲା ଓ ମଣ୍ଡପସକଳରେ ମଧ୍ୟ ତଦ୍ରୂପ ଥିଲା, ଆଉ ଜଳାକବାଟି ସବୁ ଭିତରେ ଚାରିଆଡ଼େ ଥିଲା ଓ ପ୍ରତ୍ୟେକ ଉପସ୍ତମ୍ଭ ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା।