Ezekiel 40:17 — Compare Translations
5 translations compared side by side
Odia - 1840
"ତା'ପ ରେ ସେ ମାେତେ ବାହାର ଅଗଣାକୁ ଆଣିଲେ। ମୁଁ ଦେଖିଲି ପ୍ରାଙ୍ଗଣର ଚତୁର୍ଦ୍ଦିଗ ରେ କେତକେ କଠାେରୀ ଓ ନିର୍ମିତ ଚଟାଣ ଥିଲା। ସହେି ଚଟାଣ ଉପ ରେ ତିରିଶଟି କଠାେରୀ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣିଲେ, ଆଉ ଦେଖ, ପ୍ରାଙ୍ଗଣର ଚାରିଆଡ଼େ କେତେକ କୋଠରି ଓ ନିର୍ମିତ ଚଟାଣ ଥିଲା; ସେହି ଚଟାଣ ଉପରେ ତିରିଶ କୋଠରି ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବାହାର ପାଖ ଅଗଣା ତା’ପରେ ସେ ମୋତେ ବାହାର ଅଗଣାକୁ ଆଣିଲେ। ମୁଁ ଦେଖିଲି ପ୍ରାଙ୍ଗଣର ଚତୁର୍ଦ୍ଦିଗରେ କେତେକ କୋଠରୀ ଓ ନିର୍ମିତ ଚଟାଣ ଥିଲା। ସେହି ଚଟାଣ ଉପରେ ତିରିଶ୍ଟି କୋଠରୀ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣିଲେ, ଆଉ ଦେଖ, ପ୍ରାଙ୍ଗଣର ଚାରିଆଡ଼େ କେତେକ କୋଠରି ଓ ନିର୍ମିତ ଚଟାଣ ଥିଲା; ସେହି ଚଟାଣ ଉପରେ ତିରିଶ କୋଠରି ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣିଲେ, ଆଉ ଦେଖ, ପ୍ରାଙ୍ଗଣର ଚାରିଆଡ଼େ କେତେକ କୋଠରି ଓ ନିର୍ମିତ ଚଟାଣ ଥିଲା; ସେହି ଚଟାଣ ଉପରେ ତିରିଶ କୋଠରି ଥିଲା।