Ezekiel 40:19 — Compare Translations
5 translations compared side by side
Odia - 1840
"ତବେେ ସେ ନିମ୍ନତର ଫାଟକର ଭିତର ଭାଗଠାରୁ ଭିତର ପ୍ରାଙ୍ଗଣର ଅଗ୍ରଭାଗ ପର୍ୟ୍ଯନ୍ତ ବାହାର ପ୍ରସ୍ଥ ମାପିଲେ ଓ ତାହା ପୂର୍ବ ଓ ଉତ୍ତର ଦିଗ ରେ 100 ହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ନିମ୍ନତର ଦ୍ଵାରର ଅଗ୍ରଭାଗଠାରୁ ଭିତର ପ୍ରାଙ୍ଗଣର ଅଗ୍ରଭାଗ ପର୍ଯ୍ୟନ୍ତ ବାହାର ପ୍ରସ୍ଥ ମାପିଲେ, ପୂର୍ବ ଓ ଉତ୍ତର ଉଭୟ ଦିଗରେ ଏକଶହ ହାତ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସେ ନିମ୍ନତର ଫାଟକର ଭିତର ଭାଗଠାରୁ ଭିତର ପ୍ରାଙ୍ଗଣର ଅଗ୍ରଭାଗ ପର୍ଯ୍ୟନ୍ତ ବାହାର ପ୍ରସ୍ଥ ମାପିଲେ ଓ ତାହା ପୂର୍ବ ଓ ଉତ୍ତର ଦିଗରେ 100 ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ନିମ୍ନତର ଦ୍ୱାରର ଅଗ୍ରଭାଗଠାରୁ ଭିତର ପ୍ରାଙ୍ଗଣର ଅଗ୍ରଭାଗ ପର୍ଯ୍ୟନ୍ତ ବାହାର ପ୍ରସ୍ଥ ମାପିଲେ, ପୂର୍ବ ଓ ଉତ୍ତର ଉଭୟ ଦିଗରେ ଏକ ଶହ ହାତ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ନିମ୍ନତର ଦ୍ୱାରର ଅଗ୍ରଭାଗଠାରୁ ଭିତର ପ୍ରାଙ୍ଗଣର ଅଗ୍ରଭାଗ ପର୍ଯ୍ୟନ୍ତ ବାହାର ପ୍ରସ୍ଥ ମାପିଲେ, ପୂର୍ବ ଓ ଉତ୍ତର ଉଭୟ ଦିଗରେ ଏକଶହ ହାତ।