Ezekiel 40:2 — Compare Translations
5 translations compared side by side
Odia - 1840
"ଦର୍ଶନ ୟୋଗେ ପରମେଶ୍ବର ମାେତେ ଇଶ୍ରାୟେଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତ ରେ ବସାଇଲେ। ସହେି ପର୍ବତ ଉପ ରେ ମାରେ ସମ୍ମୁଖ ରେ ଗୋଟିଏ ନଗର ତୁଲ୍ଯ ଆକୃତି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରୀୟ ଦର୍ଶନ ଯୋଗେ ସେ ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ, ତହିଁ ଉପରେ, ଦକ୍ଷିଣ ଦିଗରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦର୍ଶନ ଯୋଗେ ପରମେଶ୍ୱର ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ। ସେହି ପର୍ବତ ଉପରେ ମୋର ସମ୍ମୁଖରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ୱରୀୟ ଦର୍ଶନରେ ସେ ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ, ତହିଁ ଉପରେ, ଦକ୍ଷିଣ ଦିଗରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରୀୟ ଦର୍ଶନରେ ସେ ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ, ତହିଁ ଉପରେ, ଦକ୍ଷିଣ ଦିଗରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା।