Ezekiel 40:20 — Compare Translations
5 translations compared side by side
Odia - 1840
"ତବେେ ସେ ବାହାର ପ୍ରାଙ୍ଗଣର ଉତ୍ତର ଦ୍ବାରର ର୍ଦୈଘ୍ଯ ପ୍ରସ୍ଥ ମାପିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ବାହାର ପ୍ରାଙ୍ଗଣର ଦ୍ଵାରର ଦୀର୍ଘତା ଓ ପ୍ରସ୍ଥ ମାପିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସେ ବାହାର ପ୍ରାଙ୍ଗଣର ଉତ୍ତର ଦ୍ୱାରର ଦୈର୍ଘ୍ୟ ପ୍ରସ୍ଥ ମାପିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ବାହାର ପ୍ରାଙ୍ଗଣର ଉତ୍ତରାଭିମୁଖ ଦ୍ୱାରର ଦୀର୍ଘତା ଓ ପ୍ରସ୍ଥ ମାପିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ବାହାର ପ୍ରାଙ୍ଗଣର ଉତ୍ତରାଭିମୁଖ ଦ୍ୱାରର ଦୀର୍ଘତା ଓ ପ୍ରସ୍ଥ ମାପିଲେ।