Ezekiel 40:21 — Compare Translations
5 translations compared side by side
Odia - 1840
"ଏହି ଫାଟକଟି ପ୍ରେତ୍ୟକକ ପାଶର୍ବ ରେ ତିନୋଟି କଠାେରୀ ସହିତ ଏହାର ପ୍ରାଙ୍ଗଣ ରେ ମାପ ପ୍ରଥମ ଚଟାଣ ସହିତ ସମାନ ଥିଲା। ତାହାର ର୍ଦୈଘ୍ଯ ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତହିଁର ଏକ ପାର୍ଶ୍ଵରେ ତିନି, ଅନ୍ୟ ପାର୍ଶ୍ଵରେ ତିନି କ୍ଷୁଦ୍ର କୋଠରି ଓ ତହିଁର ଉପସ୍ତମ୍ଭ ଓ ମଣ୍ତପସକଳର ପରିମାଣ ପ୍ରଥମ ଦ୍ଵାରର ପରିମାଣ ତୁଲ୍ୟ, ଅର୍ଥାତ୍, ତହିଁର ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଫାଟକଟି ପ୍ରତ୍ୟେକ ପାର୍ଶ୍ୱରେ ତିନୋଟି କୋଠରୀ ସହିତ ଏହାର ପ୍ରାଙ୍ଗଣରେ ମାପ ପ୍ରଥମ ଚଟାଣ ସହିତ ସମାନ ଥିଲା। ତାହାର ଦୈର୍ଘ୍ୟ ପଗ୍ଭଶ୍ ହାତ ଓ ପ୍ରସ୍ଥ ପଚିଶ୍ ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତହିଁର ଏକ ପାର୍ଶ୍ୱରେ ତିନି, ଅନ୍ୟ ପାର୍ଶ୍ୱରେ ତିନି କ୍ଷୁଦ୍ର କୋଠରି ଓ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳର ପରିମାଣ ପ୍ରଥମ ଦ୍ୱାରର ପରିମାଣ ତୁଲ୍ୟ, ଅର୍ଥାତ୍, ତହିଁର ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ତହିଁର ଏକ ପାର୍ଶ୍ୱରେ ତିନି, ଅନ୍ୟ ପାର୍ଶ୍ୱରେ ତିନି କ୍ଷୁଦ୍ର କୋଠରି ଓ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳର ପରିମାଣ ପ୍ରଥମ ଦ୍ୱାରର ପରିମାଣ ତୁଲ୍ୟ, ଅର୍ଥାତ୍, ତହିଁର ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।