Ezekiel 40:23 — Compare Translations

5 translations compared side by side

Odia - 1840
"ଉତ୍ତର ଫାଟକ ପାଖରୁ ଭିତର ପ୍ରାଙ୍ଗଣ ଆଡ଼କୁ ଆଉ ଗୋଟିଏ ଫାଟକ ଥିଲା, ଠିକ୍ ପୂର୍ବ ରେ ଥିବା ଫାଟକ ପରି। ଗୋଟିଏ ଦ୍ବାରରୁ ଅନ୍ୟ ଗୋଟିଏ ଦ୍ବାର ପର୍ୟ୍ଯନ୍ତ 100 ହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଉତ୍ତର ଓ ପୂର୍ବ ଦୁଇଆଡ଼େ, ଅନ୍ୟ ଦ୍ଵାରର ସମ୍ମୁଖରେ ଭିତର ପ୍ରାଙ୍ଗଣକୁ ଗୋଟିଏ ଦ୍ଵାର ଥିଲା; ପୁଣି, ସେ ଏକ ଦ୍ଵାରଠାରୁ ଅନ୍ୟ ଦ୍ଵାର ପର୍ଯ୍ୟନ୍ତ ଏକଶହ ହାତ ମାପିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତର ଫାଟକ ପାଖରୁ ଭିତର ପ୍ରାଙ୍ଗଣ ଆଡ଼କୁ ଆଉ ଗୋଟିଏ ଫାଟକ ଥିଲା, ଠିକ୍ ପୂର୍ବରେ ଥିବା ଫାଟକ ପରି। ଗୋଟିଏ ଦ୍ୱାରରୁ ଅନ୍ୟ ଗୋଟିଏ ଦ୍ୱାର ପର୍ଯ୍ୟନ୍ତ 100 ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଉତ୍ତର ଓ ପୂର୍ବ ଦୁଇଆଡ଼େ, ଅନ୍ୟ ଦ୍ୱାରର ସମ୍ମୁଖରେ ଭିତର ପ୍ରାଙ୍ଗଣକୁ ଗୋଟିଏ ଦ୍ୱାର ଥିଲା; ପୁଣି, ସେ ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକ ଶହ ହାତ ମାପିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଉତ୍ତର ଓ ପୂର୍ବ ଦୁଇଆଡ଼େ, ଅନ୍ୟ ଦ୍ୱାରର ସମ୍ମୁଖରେ ଭିତର ପ୍ରାଙ୍ଗଣକୁ ଗୋଟିଏ ଦ୍ୱାର ଥିଲା; ପୁଣି, ସେ ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକଶହ ହାତ ମାପିଲେ।