Ezekiel 40:27 — Compare Translations
5 translations compared side by side
Odia - 1840
"ଆଉ ଦକ୍ଷିଣ ପାଖ ରେ ଭିତର ପ୍ରାଙ୍ଗଣକୁ ଏକ ଦ୍ବାର ଥିଲା। ତହୁଁ ସେ ଦକ୍ଷିଣ ପାଶର୍ବର ଏକ ଦ୍ବାରଠାରୁ ଅନ୍ୟ ଦ୍ବାର ପର୍ୟ୍ଯନ୍ତ 100 ହାତ ମାପିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଦକ୍ଷିଣ ଆଡ଼େ ଭିତର ପ୍ରାଙ୍ଗଣକୁ ଏକ ଦ୍ଵାର ଥିଲା; ତହୁଁ ସେ ଦକ୍ଷିଣ ଆଡ଼ର ଏକ ଦ୍ଵାରଠାରୁ ଅନ୍ୟ ଦ୍ଵାର ପର୍ଯ୍ୟନ୍ତ ଏକଶତ ହାତ ମାପିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଦକ୍ଷିଣ ପାଖରେ ଭିତର ପ୍ରାଙ୍ଗଣକୁ ଏକ ଦ୍ୱାର ଥିଲା। ତହୁଁ ସେ ଦକ୍ଷିଣ ପାର୍ଶ୍ୱର ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ 100 ହାତ ମାପିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦକ୍ଷିଣ ଆଡ଼ ଭିତର ପ୍ରାଙ୍ଗଣକୁ ଏକ ଦ୍ୱାର ଥିଲା; ତହୁଁ ସେ ଦକ୍ଷିଣ ଆଡ଼ର ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକ ଶହ ହାତ ମାପିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଦକ୍ଷିଣ ଆଡ଼ ଭିତର ପ୍ରାଙ୍ଗଣକୁ ଏକ ଦ୍ୱାର ଥିଲା; ତହୁଁ ସେ ଦକ୍ଷିଣ ଆଡ଼ର ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକଶହ ହାତ ମାପିଲେ।