Ezekiel 40:28 — Compare Translations

5 translations compared side by side

Odia - 1840
"ତା'ପ ରେ ସେ ମାେତେ ଦକ୍ଷିଣ ଦ୍ବାର ନଇେ ଭିତର ପ୍ରାଙ୍ଗଣକୁ ଆଣିଲେ। ସେ ପୂର୍ବୋକ୍ତ ପରିମାଣାନୁସା ରେ ଦକ୍ଷିଣଦ୍ବାର ମାପିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ମୋତେ ଦକ୍ଷିଣ ଦ୍ଵାର ଦେଇ ଭିତର ପ୍ରାଙ୍ଗଣକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ଦକ୍ଷିଣ ଦ୍ଵାର ମାପିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଭିତର ପ୍ରାଙ୍ଗଣ ତା’ପରେ ସେ ମୋତେ ଦକ୍ଷିଣ ଦ୍ୱାର ଦେଇ ଭିତର ପ୍ରାଙ୍ଗଣକୁ ଆଣିଲେ। ସେ ପୂର୍ବୋକ୍ତ ପରିମାଣାନୁସାରେ ଦକ୍ଷିଣଦ୍ୱାର ମାପିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ମୋତେ ଦକ୍ଷିଣ ଦ୍ୱାର ଦେଇ ଭିତର ପ୍ରାଙ୍ଗଣକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ଦକ୍ଷିଣ ଦ୍ୱାର ମାପିଲେ;
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ମୋତେ ଦକ୍ଷିଣ ଦ୍ୱାର ଦେଇ ଭିତର ପ୍ରାଙ୍ଗଣକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ଦକ୍ଷିଣ ଦ୍ୱାର ମାପିଲେ;