Ezekiel 40:29 — Compare Translations
5 translations compared side by side
Odia - 1840
"କଠାେରୀ, ଉପସ୍ତମ୍ଭ ଓ ମଣ୍ଡପଗୁଡ଼ିକ ମଧ୍ଯ ସମାନ ମାପ ବିଶିଷ୍ଟ ଥିଲା। ଆଉ ମଣ୍ଡପ ଓ ତାହାର ପ୍ରାଙ୍ଗଣର ଚାରିଆଡ଼େ ଜଳାକବାଟି ଥିଲା। ଆଉ ତାହା ପଚାଶ ହାତ ର୍ଦୈଘ୍ଯ ଓ ପଚିଶ ହାତ ପ୍ରସ୍ଥ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ତପସକଳ ସେହି ପରିମାଣାନୁସାରେ ମାପିଲେ; ଆଉ, ତହିଁରେ ଓ ତହିଁର ମଣ୍ତପରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ପଚାଶ ହାତ ଦୀର୍ଘ ଓ ପଚିଶ ହାତ ପ୍ରସ୍ଥ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
କୋଠରୀ, ଉପସ୍ତମ୍ଭ ଓ ମଣ୍ଡପଗୁଡ଼ିକ ମଧ୍ୟ ସମାନ ମାପ ବିଶିଷ୍ଟ ଥିଲା। ଆଉ ମଣ୍ଡପ ଓ ତାହାର ପ୍ରାଙ୍ଗଣର ଗ୍ଭରିଆଡ଼େ ଜଳାକବାଟି ଥିଲା। ଆଉ ତାହା ପଗ୍ଭଶ୍ ହାତ ଦୈର୍ଘ୍ୟ ଓ ପଚିଶ୍ ହାତ ପ୍ରସ୍ଥ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ଆଉ, ତହିଁରେ ଓ ତହିଁର ମଣ୍ଡପରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ପଚାଶ ହାତ ଦୀର୍ଘ ଓ ପଚିଶ ହାତ ପ୍ରସ୍ଥ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ଆଉ, ତହିଁରେ ଓ ତହିଁର ମଣ୍ଡପରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ପଚାଶ ହାତ ଦୀର୍ଘ ଓ ପଚିଶ ହାତ ପ୍ରସ୍ଥ ଥିଲା।