Ezekiel 40:3 — Compare Translations
5 translations compared side by side
Odia - 1840
"ସେ ମାେତେ ସେ ସ୍ଥାନକୁ ନଇଗେଲେ। ସଠାେ ରେ ଏକ ପୁରୁଷ ଥିଲେ। ତାଙ୍କର ଆଭା ପିତ୍ତଳର ଆଭା ତୁଲ୍ଯ ଥିଲା। ତାଙ୍କ ହସ୍ତ ରେ କନାର ଏକ ମାପ ଫିତା ଓ ପରିମାପକ ଏକ ଦଣ୍ଡ ଥିଲା। ଆଉ ସେ ଦ୍ବାର ନିକଟରେ ଛିଡ଼ା ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋତେ ସେସ୍ଥାନକୁ ନେଇଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ଵାରରେ ଠିଆ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୋତେ ସେ ସ୍ଥାନକୁ ନେଇଗଲେ। ସେଠାରେ ଏକ ପୁରୁଷ ଥିଲେ। ତାଙ୍କର ଆଭା ପିତ୍ତଳର ଆଭା ତୁଲ୍ୟ ଥିଲା। ତାଙ୍କ ହସ୍ତରେ କନାର ଏକ ମାପ ଫିତା ଓ ପରିମାପକ ଏକ ଦଣ୍ଡ ଥିଲା। ଆଉ ସେ ଦ୍ୱାର ନିକଟରେ ଛିଡ଼ା ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋତେ ସେହି ସ୍ଥାନକୁ ନେଇଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ୱାରରେ ଠିଆ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ମୋତେ ସେହି ସ୍ଥାନକୁ ନେଇ ଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ୱାରରେ ଠିଆ ହୋଇଥିଲେ।