Ezekiel 40:30 — Compare Translations

5 translations compared side by side

Odia - 1840
"ଏବଂ ତାହାର ମଣ୍ଡପ ପଚିଶ ହାତ ର୍ଦୈଘ୍ଯ ଓ ପାଞ୍ଚ ହାତ ପ୍ରସ୍ଥ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତହିଁର ଚାରିଆଡ଼େ ପଚିଶ ହାତ ଦୀର୍ଘ ପାଞ୍ଚ ହାତ ପ୍ରସ୍ଥ ମଣ୍ତପ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତାହାର ମଣ୍ଡପ ପଚିଶ୍ ହାତ ଦୈର୍ଘ୍ୟ ଓ ପାଞ୍ଚ ହାତ ପ୍ରସ୍ଥ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁର ଚାରିଆଡ଼େ ପଚିଶ ହାତ ଦୀର୍ଘ ପାଞ୍ଚ ହାତ ପ୍ରସ୍ଥ ମଣ୍ଡପ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତହିଁର ଚାରିଆଡ଼େ ପଚିଶ ହାତ ଦୀର୍ଘ ପାଞ୍ଚ ହାତ ପ୍ରସ୍ଥ ମଣ୍ଡପ ଥିଲା।