Ezekiel 40:31 — Compare Translations
5 translations compared side by side
Odia - 1840
"ତା'ପ ରେ ତାହାର ମଣ୍ଡପଗୁଡ଼ିକ ବାହାର ପ୍ରାଙ୍ଗଣର ଅଭିମୁଖ ରେ ଥିଲା। ତାହାର ଉପସ୍ତମ୍ଭଗୁଡ଼ିକର ଉପର ଖଜ୍ଜୁର୍ର ବୃକ୍ଷର ଆକୃତି ଥିଲା। ତାହା ଉପରକୁ ୟିବାପାଇଁ ଆଠଟି ପାବଛ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତହିଁର ମଣ୍ତପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ଆଉ, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତାହାର ମଣ୍ଡପଗୁଡ଼ିକ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା। ତାହାର ଉପସ୍ତମ୍ଭଗୁଡ଼ିକର ଉପର ଖଜ୍ଜୁର୍ର ବୃକ୍ଷର ଆକୃତି ଥିଲା। ତାହା ଉପରକୁ ଯିବା ପାଇଁ ଆଠଟି ପାବଛ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ଆଉ, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ଆଉ, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା।