Ezekiel 40:32 — Compare Translations
5 translations compared side by side
Odia - 1840
"ଅନନ୍ତର ସେ ମାେତେ ପୂର୍ବ ଦିଗର ଭିତର ପ୍ରାଙ୍ଗଣ ମଧ୍ଯକୁ ନଇଗେଲେ, ଏବଂ ସେ ଫାଟକଟିକୁ ମାପିଲେ ଓ ଏହା ଅନ୍ୟଟି ସହିତ ସମାନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ମୋତେ ପୂର୍ବଦିଗର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣ ଅନୁସାରେ ଦ୍ଵାର ମାପିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ସେ ମୋତେ ପୂର୍ବ ଦିଗର ଭିତର ପ୍ରାଙ୍ଗଣ ମଧ୍ୟକୁ ନେଇଗଲେ, ଏବଂ ସେ ଫାଟକଟିକୁ ମାପିଲେ ଓ ଏହା ଅନ୍ୟଟି ସହିତ ସମାନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ମୋତେ ପୂର୍ବ ଦିଗର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣ ଅନୁସାରେ ଦ୍ୱାର ମାପିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ମୋତେ ପୂର୍ବଦିଗର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣ ଅନୁସାରେ ଦ୍ୱାର ମାପିଲେ।