Ezekiel 40:34 — Compare Translations

5 translations compared side by side

Odia - 1840
"ତାହାର ପ୍ରାଙ୍ଗଣ ଗୁଡିକ ବାହାର ପ୍ରାଙ୍ଗଣ ଅଭି ମୁଖ ରେ ଥିଲା। ତାହାର ଉପସ୍ତମ୍ଭଗୁଡ଼ିକର ଉଭୟ ପାଶର୍‌ବ ରେ ଖଜ୍ଜୁର୍ର ବୃକ୍ଷର ଆକୃତି ଥିଲା। ତାହା ଉପରକୁ ୟିବା ପାଇଁ ଆଠଟି ପାବଛ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତହିଁର ମଣ୍ତପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଗୋଟି ପାବଚ୍ଛ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ପ୍ରାଙ୍ଗଣ ଗୁଡ଼ିକ ବାହାର ପ୍ରାଙ୍ଗଣ ଅଭି ମୁଖରେ ଥିଲା। ତାହାର ଉପସ୍ତମ୍ଭଗୁଡ଼ିକର ଉଭୟ ପାର୍ଶ୍ୱରେ ଖଜ୍ଜୁର୍ର ବୃକ୍ଷର ଆକୃତି ଥିଲା। ତାହା ଉପରକୁ ଯିବା ପାଇଁ ଆଠଟି ପାବଛ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଗୋଟି ପାବଚ୍ଛ ଥିଲା।