Ezekiel 40:36 — Compare Translations
5 translations compared side by side
Odia - 1840
"ତହିଁର କୋଠରୀ, ଉପସ୍ତମ୍ଭ ଓ ମଣ୍ଡପଗୁଡ଼ିକୁ ସମାନ ମାପ ବିଶିଷ୍ଟ ଥିଲା। ଆଉ ତାହାର ଚାରିଆଡ଼େ ଜଳାକବାଟି ଥିଲା। ଫାଟକର ର୍ଦୈଘ୍ଯ ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର କ୍ଷୁଦ୍ର କୋଠରି, ଉପସ୍ତମ୍ଭ ଓ ମଣ୍ତପସକଳ (ମାପିଲେ); ଆଉ, ତହିଁରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁର କୋଠରୀ, ଉପସ୍ତମ୍ଭ ଓ ମଣ୍ଡପଗୁଡ଼ିକୁ ସମାନ ମାପ ବିଶିଷ୍ଟ ଥିଲା। ଆଉ ତାହାର ଗ୍ଭରିଆଡ଼େ ଜଳାକବାଟି ଥିଲା। ଫାଟକର ଦୈର୍ଘ୍ୟ ପଗ୍ଭଶ୍ ହାତ ଓ ପ୍ରସ୍ଥ ପଚିଶ୍ ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର କ୍ଷୁଦ୍ର କୋଠରି, ଉପସ୍ତମ୍ଭ ଓ ମଣ୍ଡପସକଳ ମାପିଲେ; ଆଉ, ତହିଁରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ।
Odia IRV 2017 (ଓଡିଆ ବାଇବେଲ)
ତହିଁର କ୍ଷୁଦ୍ର କୋଠରି, ଉପସ୍ତମ୍ଭ ଓ ମଣ୍ଡପସକଳ ମାପିଲେ; ଆଉ, ତହିଁରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ।