Ezekiel 40:37 — Compare Translations
5 translations compared side by side
Odia - 1840
"ଏହାର ତ୍ବରଣ ଫାଟକଟି ବାହାର ପ୍ରାଙ୍ଗଣ ଆଡ଼େ ମୁହଁ କରିଥିଲା। ସହେି ଉଚ୍ଚସ୍ତମ୍ଭ ସବୁର ଉପ ରେ ଉଭୟ ପାଖ ରେ ଖଜୁର୍ର ଆକୃତି ଥିଲା। ପୁଣି ତାହା ଉପରକୁ ୟିବା ପାଇଁ ଆଠଟି ପାବଛ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତହିଁର ଉପସ୍ତମ୍ଭସକଳ ତାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା; ଆଉ, ସେହି ଉପସ୍ତମ୍ଭସକଳର ଉପରେ ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଗୋଟି ପାବଚ୍ଛ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହାର ତ୍ୱରଣ ଫାଟକଟି ବାହାର ପ୍ରାଙ୍ଗଣ ଆଡ଼େ ମୁହଁ କରିଥିଲା। ସେହି ଉଚ୍ଚସ୍ତମ୍ଭ ସବୁର ଉପରେ ଉଭୟ ପାଖରେ ଖର୍ଜ୍ଜୁର ଆକୃତି ଥିଲା। ପୁଣି ତାହା ଉପରକୁ ଯିବା ପାଇଁ ଆଠଟି ପାବଛ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁର ଉପସ୍ତମ୍ଭସକଳ ତାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା; ଆଉ, ସେହି ଉପସ୍ତମ୍ଭସକଳର ଉପରେ ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତହିଁର ଉପସ୍ତମ୍ଭସକଳ ତାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା; ଆଉ, ସେହି ଉପସ୍ତମ୍ଭସକଳର ଉପରେ ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଗୋଟି ପାବଚ୍ଛ ଥିଲା।