Ezekiel 40:38 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ ଫାଟକର ତ୍ବରଣ ନିକଟରେ ଏକ ଦ୍ବାର ବିଶିଷ୍ଟ ଏକ କଠାେରୀ ଥିଲା। ସଠାେ ରେ ଯାଜକମାନେ ହାମବେଳି ଧୌତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦ୍ଵାରମାନର ନିକଟସ୍ଥ ଉପସ୍ତମ୍ଭସକଳର ପାଖରେ ଦ୍ଵାରବିଶିଷ୍ଟ ଏକ କୋଠରି ଥିଲା; ସେଠାରେ ସେମାନେ ହୋମ-ବଳି ଧୌତ କଲେ
Odia Bible ERV 2004 (ପବିତ୍ର ବାଇବଲ)
କୋଠରୀଗୁଡ଼ିକ ହୋମବଳି ପାଇଁ ନିର୍ମିତ ପ୍ରତ୍ୟେକ ଫାଟକର ତ୍ୱରଣ ନିକଟରେ ଏକ ଦ୍ୱାର ବିଶିଷ୍ଟ ଏକ କୋଠରୀ ଥିଲା। ସେଠାରେ ଯାଜକମାନେ ହୋମବଳି ଧୌତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦ୍ୱାରମାନର ନିକଟସ୍ଥ ଉପସ୍ତମ୍ଭସକଳର ପାଖରେ ଦ୍ୱାରବିଶିଷ୍ଟ ଏକ କୋଠରି ଥିଲା; ସେଠାରେ ସେମାନେ ହୋମବଳି ଧୌତ କଲେ
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦ୍ୱାରମାନର ନିକଟସ୍ଥ ଉପସ୍ତମ୍ଭସକଳର ପାଖରେ ଦ୍ୱାରବିଶିଷ୍ଟ ଏକ କୋଠରି ଥିଲା; ସେଠାରେ ସେମାନେ ହୋମ-ବଳି ଧୌତ କଲେ