Ezekiel 40:39 — Compare Translations

5 translations compared side by side

Odia - 1840
"ଆଉ ତ୍ବରଣ ଦ୍ବାରର ଉଭୟ ପାଶର୍‌ବ ରେ ଦୁଇଟି ଲଖାଏଁେ ମଜେ ଥିଲା। ଏହିଠା ରେ ହାମବେଳି, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ନିମନ୍ତେ ପଶୁଗୁଡ଼ିକୁ ଉତ୍ସର୍ଗ କରାୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତହିଁ ଉପରେ ହୋମାର୍ଥକ, ପାପାର୍ଥକ ଓ ଦୋଷାର୍ଥକ ବଳି ବଧ କରିବା ପାଇଁ ଦ୍ଵାର ବରଣ୍ତାର ଏପାଖରେ ଦୁଇ ମେଜ ଓ ସେପାଖରେ ଦୁଇ ମେଜ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତ୍ୱରଣ ଦ୍ୱାରର ଉଭୟ ପାର୍ଶ୍ୱରେ ଦୁଇଟି ଲେଖାଏଁ ମେଜ ଥିଲା। ଏହିଠାରେ ହୋମବଳି, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ନିମନ୍ତେ ପଶୁଗୁଡ଼ିକୁ ଉତ୍ସର୍ଗ କରାଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତହିଁ ଉପରେ ହୋମାର୍ଥକ, ପାପାର୍ଥକ ଓ ଦୋଷାର୍ଥକ ବଳି ବଧ କରିବା ପାଇଁ ଦ୍ୱାର ବାରଣ୍ଡାର ଏପାଖରେ ଦୁଇ ମେଜ ଓ ସେପାଖରେ ଦୁଇ ମେଜ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ତହିଁ ଉପରେ ହୋମାର୍ଥକ, ପାପାର୍ଥକ ଓ ଦୋଷାର୍ଥକ ବଳି ବଧ କରିବା ପାଇଁ ଦ୍ୱାର ବାରଣ୍ଡାର ଏପାଖରେ ଦୁଇ ମେଜ ଓ ସେପାଖରେ ଦୁଇ ମେଜ ଥିଲା।