Ezekiel 40:4 — Compare Translations
5 translations compared side by side
Odia - 1840
"ସେ ଲୋକଟି ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ତୁମ୍ଭର ଆଖି ଓ କାନ ଖାେଲା ରଖିଛ ଓ ଧ୍ଯାନ ଦଇେଛ, ଯାହା ମୁଁ ତୁମ୍ଭକୁ ଦଖାଇବୋ ପାଇଁ ଯାଉଛି, ଏଥିପାଇଁ ତୁମ୍ଭକୁ ଏଠାକୁ ଅଣାଗଲା। ତୁମ୍ଭେ ଯାହାସବୁ ଦେଖିବ ସଗେୁଡ଼ିକ ଇଶ୍ରାୟେଲର ଲୋକମାନଙ୍କୁ ଜଣାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ପୁରୁଷ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା ଦେଖାଇବା, ସେସବୁ ତୁମ୍ଭେ ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ତହିଁରେ ମନୋନିବେଶ କର; କାରଣ ଆମ୍ଭେ ଯେପରି ସେସବୁ ତୁମ୍ଭକୁ ଦେଖାଉ, ଏ ଅଭିପ୍ରାୟରେ ତୁମ୍ଭେ ଏଠାକୁ ଆନୀତ ହୋଇଅଛ; ତୁମ୍ଭେ ଯାହା ଯାହା ଦେଖିବ, ତାହାସବୁ ଇସ୍ରାଏଲ-ବଂଶକୁ ଜ୍ଞାତ କରାଅ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଲୋକଟି ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ତୁମ୍ଭର ଆଖି ଓ କାନ ଖୋଲା ରଖିଛ ଓ ଧ୍ୟାନ ଦେଇଛ, ଯାହା ମୁଁ ତୁମ୍ଭକୁ ଦେଖାଇବା ପାଇଁ ଯାଉଛି, ଏଥିପାଇଁ ତୁମ୍ଭକୁ ଏଠାକୁ ଅଣାଗଲା। ତୁମ୍ଭେ ଯାହାସବୁ ଦେଖିବ ସେଗୁଡ଼ିକ ଇସ୍ରାଏଲର ଲୋକମାନଙ୍କୁ ଜଣାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ପୁରୁଷ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା ଦେଖାଇବା, ସେହି ସବୁ ତୁମ୍ଭେ ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ତହିଁରେ ମନୋନିବେଶ କର; କାରଣ ଆମ୍ଭେ ଯେପରି ସେହି ସବୁ ତୁମ୍ଭକୁ ଦେଖାଉ, ଏ ଅଭିପ୍ରାୟରେ ତୁମ୍ଭେ ଏଠାକୁ ଆନୀତ ହୋଇଅଛ; ତୁମ୍ଭେ ଯାହା ଯାହା ଦେଖିବ, ତାହାସବୁ ଇସ୍ରାଏଲ ବଂଶକୁ ଜ୍ଞାତ କରାଅ।”
Odia IRV 2017 (ଓଡିଆ ବାଇବେଲ)