Ezekiel 40:42 — Compare Translations

5 translations compared side by side

Odia - 1840
"ଆଉ ହାମବେଳି ପାଇଁ କଟା ପ୍ରସ୍ତରର ଚାରି ମଜେ ଥିଲା। ତାହା ର୍ଦୈଘ୍ଯ ଦେଢ଼ହାତ, ପ୍ରସ୍ଥ ଦେଢ଼ହାତ ଓ ଉଚ୍ଚତା ଏକହାତ ଥିଲା। ତାହା ଉପ ରେ ହାମବେଳି ଓ ପ୍ରାଯଶ୍ଚିତାର୍ଥକ ବଳି ବଧ କରିବାର ଅସ୍ତ୍ର ରଖା ୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ହୋମ-ବଳି ନିମନ୍ତେ କଟା ପ୍ରସ୍ତରର ଚାରି ମେଜ ଥିଲା, ତହିଁର ଦୀର୍ଘତା ଦେଢ଼ ହାତ ଓ ପ୍ରସ୍ଥ ଦେଢ଼ ହାତ ଓ ଉଚ୍ଚ ଏକ ହାତ; ତହିଁ ଉପରେ ହୋମ ଓ ପ୍ରାୟଶ୍ଚିତ୍ତାର୍ଥକ-ବଳି ବଧ କରିବାର ଅସ୍ତ୍ର ରଖାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ହୋମବଳି ପାଇଁ କଟା ପ୍ରସ୍ତରର ଗ୍ଭରି ମେଜ ଥିଲା। ତାହା ଦୈର୍ଘ୍ୟ ଦେଢ଼ ହାତ, ପ୍ରସ୍ଥ ଦେଢ଼ ହାତ ଓ ଉଚ୍ଚତା ଏକ ହାତ ଥିଲା। ତାହା ଉପରେ ହୋମବଳି ଓ ପ୍ରାୟଶ୍ଚିତାର୍ଥକ ବଳି ବଧ କରିବାର ଅସ୍ତ୍ର ରଖା ଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ହୋମବଳି ନିମନ୍ତେ କଟା ପ୍ରସ୍ତରର ଚାରି ମେଜ ଥିଲା, ତହିଁର ଦୀର୍ଘତା ଦେଢ଼ ହାତ ଓ ପ୍ରସ୍ଥ ଦେଢ଼ ହାତ ଓ ଉଚ୍ଚ ଏକ ହାତ; ତହିଁ ଉପରେ ହୋମ ଓ ପ୍ରାୟଶ୍ଚିତ୍ତାର୍ଥକ ବଳି ବଧ କରିବାର ଅସ୍ତ୍ର ରଖାଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ହୋମ-ବଳି ନିମନ୍ତେ କଟା ପ୍ରସ୍ତରର ଚାରି ମେଜ ଥିଲା, ତହିଁର ଦୀର୍ଘତା ଦେଢ଼ ହାତ ଓ ପ୍ରସ୍ଥ ଦେଢ଼ ହାତ ଓ ଉଚ୍ଚ ଏକ ହାତ; ତହିଁ ଉପରେ ହୋମ ଓ ପ୍ରାୟଶ୍ଚିତ୍ତାର୍ଥକ-ବଳି ବଧ କରିବାର ଅସ୍ତ୍ର ରଖାଗଲା।