Ezekiel 40:43 — Compare Translations

5 translations compared side by side

Odia - 1840
"ଏବଂ ତିନି ଇଞ୍ଚ ଦୀର୍ଘ ଆଙ୍କୁଡ଼ିମାନ ଭିତର କାନ୍ଥର ଚାରିଆଡ଼େ ଲଗା ୟାଇଥିଲା ଏବଂ ମଜେମାନଙ୍କ ଉପ ରେ ଉପହାରାର୍ଥକ ମାଂସ ରଖାୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଚାରି ଅଙ୍ଗୁଳି ଦୀର୍ଘ ଆଙ୍କୁଡ଼ିମାନ ଭିତର ଚାରିଆଡ଼େ ଲଗା ହୋଇଥିଲା; ଆଉ, ମେଜମାନର ଉପରେ ଉପହାରାର୍ଥକ ମାଂସ ରଖାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତିନି ଇଞ୍ଚ ଦୀର୍ଘ ଆଙ୍କୁଡ଼ିମାନ ଭିତର କାନ୍ଥର ଗ୍ଭରିଆଡ଼େ ଲଗା ଯାଇଥିଲା ଏବଂ ମେଜମାନଙ୍କ ଉପରେ ଉପହାରାର୍ଥକ ମାଂସ ରଖାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଚାରି ଅଙ୍ଗୁଳି ଦୀର୍ଘ ଆଙ୍କୁଡ଼ିମାନ ଭିତର ଚାରିଆଡ଼େ ଲଗା ହୋଇଥିଲା; ଆଉ, ମେଜମାନର ଉପରେ ଉପହାରାର୍ଥକ ମାଂସ ରଖାଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଚାରି ଅଙ୍ଗୁଳି ଦୀର୍ଘ ଆଙ୍କୁଡ଼ିମାନ ଭିତର ଚାରିଆଡ଼େ ଲଗା ହୋଇଥିଲା; ଆଉ, ମେଜମାନର ଉପରେ ଉପହାରାର୍ଥକ ମାଂସ ରଖାଗଲା।