Ezekiel 40:44 — Compare Translations

5 translations compared side by side

Odia - 1840
"ଭିତର ପ୍ରାଙ୍ଗଣ ରେ ଦୁଇଟି କଠାେରୀ ଥିଲା। ଉତ୍ତର ଦ୍ବାର ନିକଟରେ ଥିବା କଠାେରୀଟି ଦକ୍ଷିଣାଭିମୁଖୀ ଓ ଦକ୍ଷିଣ ଦ୍ବାର ନିକଟରେ ଥିବା କଠାେରୀଟି ଉତ୍ତରାଭିମୁଖୀ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଭିତର ଦ୍ଵାରର ବାହାରେ ଭିତର ପ୍ରାଙ୍ଗଣରେ ଗାୟକମାନଙ୍କ ପାଇଁ କୋଠରି ଥିଲା, ସେସବୁ ଉତ୍ତର ଦ୍ଵାରର ପାର୍ଶ୍ଵସ୍ଥିତ ଓ ସେସବୁର ମୁଖ ଦକ୍ଷିଣ ଆଡ଼େ ଥିଲା; ପୂର୍ବ ଦ୍ଵାରର ପାର୍ଶ୍ଵସ୍ଥିତ ଗୋଟିଏ କୋଠରିର ମୁଖ ଉତ୍ତର ଆଡ଼େ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନଙ୍କ ଆବାସ ଭିତର ପ୍ରାଙ୍ଗଣରେ ଦୁଇଟି କୋଠରୀ ଥିଲା। ଉତ୍ତର ଦ୍ୱାର ନିକଟରେ ଥିବା କୋଠରୀଟି ଦକ୍ଷିଣାଭିମୁଖୀ ଓ ଦକ୍ଷିଣ ଦ୍ୱାର ନିକଟରେ ଥିବା କୋଠରୀଟି ଉତ୍ତରାଭିମୁଖୀ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଭିତର ଦ୍ୱାରର ବାହାରେ ଭିତର ପ୍ରାଙ୍ଗଣରେ ଗାୟକମାନଙ୍କ ପାଇଁ କୋଠରି ଥିଲା, ସେହି ସବୁ ଉତ୍ତର ଦ୍ୱାରର ପାର୍ଶ୍ୱସ୍ଥିତ ଓ ସେହି ସବୁର ମୁଖ ଦକ୍ଷିଣ ପ୍ରତି ଥିଲା; ପୂର୍ବ-ଦ୍ୱାରର ପାର୍ଶ୍ୱସ୍ଥିତ ଗୋଟିଏ କୋଠରିର ମୁଖ ଉତ୍ତର ପ୍ରତି ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଭିତର ଦ୍ୱାରର ବାହାରେ ଭିତର ପ୍ରାଙ୍ଗଣରେ ଗାୟକମାନଙ୍କ ପାଇଁ କୋଠରି ଥିଲା, ସେହି ସବୁ ଉତ୍ତର ଦ୍ୱାରର ପାର୍ଶ୍ୱସ୍ଥିତ ଓ ସେହି ସବୁର ମୁଖ ଦକ୍ଷିଣ ପ୍ରତି ଥିଲା; ପୂର୍ବ ଦ୍ୱାରର ପାର୍ଶ୍ୱସ୍ଥିତ ଗୋଟିଏ କୋଠରିର ମୁଖ ଉତ୍ତର ପ୍ରତି ଥିଲା।