Ezekiel 40:46 — Compare Translations

5 translations compared side by side

Odia - 1840
"ଆଉ ଯେଉଁ କୋଠରୀର ମୁଖ ଉତ୍ତର ଆଡ଼େ ଅଛି ତାହା ଯାଜକମାନଙ୍କ ପାଇଁ ଅଛି, ଯେଉଁମାନେ ୟଜ୍ଞବଦେୀର ଦାଯିତ୍ବ ରେ ଥାଆନ୍ତି। ଏମାନେ ସାଦୋକର ସନ୍ତାନ, ଲବେୀର ବଂଶଧର ମଧ୍ଯରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ୟ୍ଯା କରିବା ପାଇଁ ତାଙ୍କ ନିକଟକୁ ଆସନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ କୋଠରିର ମୁଖ ଉତ୍ତର ଆଡ଼େ ଅଛି, ତାହା ଯଜ୍ଞବେଦିର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି; ଏମାନେ ସାଦୋକର ସନ୍ତାନ, ଲେବୀର ସନ୍ତାନଗଣ ମଧ୍ୟରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ତାହାଙ୍କ ନିକଟକୁ ଆସନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯେଉଁ କୋଠରୀର ମୁଖ ଉତ୍ତର ଆଡ଼େ ଅଛି ତାହା ଯାଜକମାନଙ୍କ ପାଇଁ ଅଛି, ଯେଉଁମାନେ ଯଜ୍ଞବେଦିର ଦାୟିତ୍ୱରେ ଥା’ନ୍ତି। ଏମାନେ ସାଦୋକର ସନ୍ତାନ, ଲେବୀର ବଂଶଧର ମଧ୍ୟରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ତାଙ୍କ ନିକଟକୁ ଆସନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ କୋଠରିର ମୁଖ ଉତ୍ତର ଆଡ଼େ ଅଛି, ତାହା ଯଜ୍ଞବେଦିର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି; ଏମାନେ ସାଦୋକର ସନ୍ତାନ, ଲେବୀର ସନ୍ତାନଗଣ ମଧ୍ୟରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ତାହାଙ୍କ ନିକଟକୁ ଆସନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁ କୋଠରିର ମୁଖ ଉତ୍ତରଆଡ଼େ ଅଛି, ତାହା ଯଜ୍ଞବେଦିର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି; ଏମାନେ ସାଦୋକର ସନ୍ତାନ, ଲେବୀର ସନ୍ତାନଗଣ ମଧ୍ୟରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ତାହାଙ୍କ ନିକଟକୁ ଆସନ୍ତି।”