Ezekiel 40:47 — Compare Translations

5 translations compared side by side

Odia - 1840
"ଏହାପ ରେ ସେ ଭିତର ପ୍ରାଙ୍ଗଣ ମାପିଲେ। ତାହା ଏକ ବର୍ଗାକାର ଓ ତାହାର ର୍ଦୈଘ୍ଯ 100 ହାତ ଓ ପ୍ରସ୍ଥ 100 ହାତ ଥିଲା। ୟଜ୍ଞବଦେୀଟି ମନ୍ଦିର ସମ୍ମୁଖ ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ପ୍ରାଙ୍ଗଣ ମାପିଲେ, ତାହା ଏକଶହ ହାତ ଦୀର୍ଘ, ଏକଶହ ହାତ ପ୍ରସ୍ଥ, ଚାରିଆଡ଼େ ଏକ ସମାନ ଥିଲା ଓ ଗୃହ ସମ୍ମୁଖରେ ଯଜ୍ଞବେଦି ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ଭିତର ପ୍ରାଙ୍ଗଣ ମାପିଲେ। ତାହା ଏକ ବର୍ଗାକାର ଓ ତାହାର ଦୈର୍ଘ୍ୟ 100 ହାତ ଓ ପ୍ରସ୍ଥ 100 ହାତ ଥିଲା। ଯଜ୍ଞବେଦିଟି ମନ୍ଦିର ସମ୍ମୁଖରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ପ୍ରାଙ୍ଗଣ ମାପିଲେ, ତାହା ଏକ ଶହ ହାତ ଦୀର୍ଘ, ଏକ ଶହ ହାତ ପ୍ରସ୍ଥ, ଚାରିଆଡ଼େ ଏକ ସମାନ ଥିଲା ଓ ଗୃହ ସମ୍ମୁଖରେ ଯଜ୍ଞବେଦି ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ପ୍ରାଙ୍ଗଣ ମାପିଲେ, ତାହା ଏକଶହ ହାତ ଦୀର୍ଘ, ଏକଶହ ହାତ ପ୍ରସ୍ଥ, ଚାରିଆଡ଼େ ଏକ ସମାନ ଥିଲା ଓ ଗୃହ ସମ୍ମୁଖରେ ଯଜ୍ଞବେଦି ଥିଲା।