Ezekiel 40:48 — Compare Translations
5 translations compared side by side
Odia - 1840
"ତବେେ ସେ ମାେତେ ମନ୍ଦିରର ବାରଣ୍ଡାରୁ ଆଣି ବାରଣ୍ଡା ରେ ଥିବା ପ୍ରେତ୍ୟକକ ଉପସ୍ତମ୍ଭ ମାପିଲେ। ତାହାର ପ୍ରେତ୍ୟକକ ପାଖ କାନ୍ଥର ର୍ଦୈଘ୍ଯ ପାଞ୍ଚହାତ ଥିଲା ଓ ପ୍ରସ୍ଥ ତିନିହାତ ଥିଲା ଓ ସମାନଙ୍କେ ମଧିଅରେ ପନ୍ଦର ହାତ ଜାଗା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ମୋତେ ଗୃହର ବରଣ୍ତାକୁ ଆଣି ବରଣ୍ତାରେ ସ୍ଥିତ ପ୍ରତ୍ୟେକ ଉପସ୍ତମ୍ଭ ମାପିଲେ, ସେ ପ୍ରତ୍ୟେକ ଏପାଖେ ପାଞ୍ଚ ହାତ, ସେପାଖେ ପାଞ୍ଚ ହାତ; ପୁଣି, ଦ୍ଵାରର ପ୍ରସ୍ଥ ଏପାଖେ ତିନି ହାତ, ସେପାଖେ ତିନି ହାତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ମନ୍ଦିରର ବାରଣ୍ଡା ତେବେ ସେ ମୋତେ ମନ୍ଦିରର ବାରଣ୍ଡାରୁ ଆଣି ବାରଣ୍ଡାରେ ଥିବା ପ୍ରତ୍ୟେକ ଉପସ୍ତମ୍ଭ ମାପିଲେ। ତାହାର ପ୍ରତ୍ୟେକ ପାଖ କାନ୍ଥର ଦୈର୍ଘ୍ୟ ପାଞ୍ଚ ହାତ ଥିଲା ଓ ପ୍ରସ୍ଥ ତିନି ହାତ ଥିଲା ଓ ସେମାନଙ୍କ ମଧ୍ୟରେ ପନ୍ଦର ହାତ ଜାଗା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ମୋତେ ଗୃହର ବାରଣ୍ଡାକୁ ଆଣି ବାରଣ୍ଡାରେ ସ୍ଥିତ ପ୍ରତ୍ୟେକ ଉପସ୍ତମ୍ଭ ମାପିଲେ, ସେ ପ୍ରତ୍ୟେକ ଏପାଖେ ପାଞ୍ଚ ହାତ, ସେପାଖେ ପାଞ୍ଚ ହାତ; ପୁଣି, ଦ୍ୱାରର ପ୍ରସ୍ଥ ଏପାଖେ ତିନି ହାତ, ସେପାଖେ ତିନି ହାତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ମୋତେ ଗୃହର ବାରଣ୍ଡାକୁ ଆଣି ବାରଣ୍ଡାରେ ସ୍ଥିତ ପ୍ରତ୍ୟେକ ଉପସ୍ତମ୍ଭ ମାପିଲେ, ସେ ପ୍ରତ୍ୟେକ ଏପାଖେ ପାଞ୍ଚ ହାତ, ସେପାଖେ ପାଞ୍ଚ ହାତ; ପୁଣି, ଦ୍ୱାରର ପ୍ରସ୍ଥ ଏପାଖେ ତିନି ହାତ, ସେପାଖେ ତିନି ହାତ ଥିଲା।